1 ଶାମୁୟେଲ 18:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏଥିରେ ଦାଉଦ ଶାଉଲଙ୍କୁ କହିଲେ, “ମୁଁ କିଏ ଓ ମୋହର ଜୀବନ କଅଣ ଓ ଇସ୍ରାଏଲ ମଧ୍ୟରେ ମୋହର ପିତୃବଂଶ କଅଣ ଯେ, ମୁଁ ମହାରାଜାଙ୍କ ଜୁଆଁଇ ହେବି?” Viz kapitolaପବିତ୍ର ବାଇବଲ (Re-edited) - (BSI)18 ଏଥିରେ ଦାଉଦ ଶାଉଲଙ୍କୁ କହିଲେ, ମୁଁ କିଏ ଓ ମୋହର ଜୀବନ କଅଣ ଓ ଇସ୍ରାଏଲ ମଧ୍ୟରେ ମୋହର ପିତୃବଂଶ କଅଣ ଯେ, ମୁଁ ମହାରାଜାଙ୍କ ଜୁଆଁଇ ହେବି? Viz kapitolaଓଡିଆ ବାଇବେଲ18 ଏଥିରେ ଦାଉଦ ଶାଉଲଙ୍କୁ କହିଲେ, ମୁଁ କିଏ ଓ ମୋହର ଜୀବନ କଅଣ ଓ ଇସ୍ରାଏଲ ମଧ୍ୟରେ ମୋହର ପିତୃବଂଶ କଅଣ ଯେ, ମୁଁ ମହାରାଜାଙ୍କ ଜୁଆଁଇ ହେବି ? Viz kapitolaପବିତ୍ର ବାଇବଲ18 କିନ୍ତୁ ଦାଉଦ ଉତ୍ତର ଦେଲେ, “ମୁଁ ଏକ ଉଚ୍ଚ ପରିବାରର ନୁହେଁ କି ଜଣେ ଗୁରୁତ୍ୱପୂର୍ଣ୍ଣ ବ୍ୟକ୍ତି ନୁହେଁ, ମୁଁ କିପରି ରାଜାଙ୍କର ଝିଅକୁ ବିବାହ କରି ପାରିବି।” Viz kapitola |