1 ଶାମୁୟେଲ 18:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏଉତ୍ତାରେ ଶାଉଲ ଆପଣା ଦାସମାନଙ୍କୁ ଆଜ୍ଞା ଦେଇ କହିଲେ, “ତୁମ୍ଭେମାନେ ଗୋପନରେ ଦାଉଦ ସଙ୍ଗେ ଆଳାପ କରି କୁହ, ‘ଦେଖ, ରାଜା ତୁମ୍ଭ ଉପରେ ସନ୍ତୁଷ୍ଟ ଅଛନ୍ତି ଓ ତାଙ୍କର ସମସ୍ତ ଦାସ ତୁମ୍ଭଙ୍କୁ ପ୍ରେମ କରୁଅଛନ୍ତି; ଏହେତୁ ତୁମ୍ଭେ ରାଜାଙ୍କର ଜୁଆଁଇ ହୁଅ।’” Viz kapitolaପବିତ୍ର ବାଇବଲ (Re-edited) - (BSI)22 ଏଉତ୍ତାରେ ଶାଉଲ ଆପଣା ଦାସମାନଙ୍କୁ ଆଜ୍ଞା ଦେଇ କହିଲେ, ତୁମ୍ଭେମାନେ ଗୋପନରେ ଦାଉଦ ସଙ୍ଗେ ଆଳାପ କରି କୁହ, ଦେଖ, ରାଜା ତୁମ୍ଭ ଉପରେ ସନ୍ତୁଷ୍ଟ ଅଛନ୍ତି ଓ ତାଙ୍କର ସମସ୍ତ ଦାସ ତୁମ୍ଭଙ୍କୁ ପ୍ରେମ କରୁଅଛନ୍ତି; ଏହେତୁ ତୁମ୍ଭେ ରାଜାଙ୍କର ଜୁଆଁଇ ହୁଅ। Viz kapitolaଓଡିଆ ବାଇବେଲ22 ଏଉତ୍ତାରେ ଶାଉଲ ଆପଣା ଦାସମାନଙ୍କୁ ଆଜ୍ଞା ଦେଇ କହିଲେ, ତୁମ୍ଭେମାନେ ଗୋପନରେ ଦାଉଦ ସଙ୍ଗେ ଆଳାପ କରି କୁହ, ଦେଖ, ରାଜା ତୁମ୍ଭ ଉପରେ ସନ୍ତୁଷ୍ଟ ଅଛନ୍ତି ଓ ତାଙ୍କର ସମସ୍ତ ଦାସ ତୁମ୍ଭଙ୍କୁ ପ୍ରେମ କରୁଅଛନ୍ତି; ଏହେତୁ ତୁମ୍ଭେ ରାଜାଙ୍କର ଜୁଆଁଇ ହୁଅ। Viz kapitolaପବିତ୍ର ବାଇବଲ22 ଶାଉଲ ତାଙ୍କ ଦାସମାନଙ୍କୁ ଡାକି କହିଲେ, “ତୁମ୍ଭେ ଦାଉଦଙ୍କୁ ବ୍ୟକ୍ତିଗତ ଭାବରେ କୁହ ଯେ, ରାଜା ତୁମ୍ଭକୁ ଅତି ଭଲ ପାଉଛନ୍ତି। ସେମାନଙ୍କର ଅଧିକାରୀଗଣ ମଧ୍ୟ ତୁମ୍ଭକୁ ଭଲ ପାଉଛନ୍ତି। ବର୍ତ୍ତମାନ ତୁମ୍ଭେ ତାଙ୍କର କନ୍ୟାକୁ ବିବାହ କରିବା ଉଚିତ୍।” Viz kapitola |