1 ଶାମୁୟେଲ 18:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ତହିଁରେ ଶାଉଲ କହିଲେ, “ତୁମ୍ଭେମାନେ ଦାଉଦଙ୍କୁ ଏପରି କୁହ, ‘ରାଜା କିଛି ମୂଲ୍ୟ ଚାହାନ୍ତି ନାହିଁ, ମାତ୍ର ରାଜାଙ୍କ ଶତ୍ରୁମାନଙ୍କଠାରୁ ପରିଶୋଧ ନେବା ନିମନ୍ତେ ପଲେଷ୍ଟୀୟମାନଙ୍କର ଶହେ ସୁନ୍ନତ ଚର୍ମ ଚାହାନ୍ତି।’” ପଲେଷ୍ଟୀୟମାନଙ୍କ ହସ୍ତ ଦ୍ୱାରା ଦାଉଦଙ୍କୁ ବଧ କରିବା ପାଇଁ ଶାଉଲଙ୍କର ବିଚାର ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)25 ତହିଁରେ ଶାଉଲ କହିଲେ, ତୁମ୍ଭେମାନେ ଦାଉଦଙ୍କୁ ଏପରି କୁହ, ରାଜା କିଛି ମୂଲ୍ୟ ଚାହାନ୍ତି ନାହିଁ, ମାତ୍ର ରାଜାଙ୍କ ଶତ୍ରୁମାନଙ୍କଠାରୁ ପରିଶୋଧ ନେବା ନିମନ୍ତେ ପଲେଷ୍ଟୀୟ-ମାନଙ୍କର ଶହେ ସୁନ୍ନତ ଚର୍ମ୍ମ ଚାହାନ୍ତି। ପଲେଷ୍ଟୀୟମାନଙ୍କ ହସ୍ତ ଦ୍ଵାରା ଦାଉଦଙ୍କୁ ବଧ କରିବା ପାଇଁ ଶାଉଲଙ୍କର ବିଚାର ଥିଲା। Viz kapitolaଓଡିଆ ବାଇବେଲ25 ତହିଁରେ ଶାଉଲ କହିଲେ, ତୁମ୍ଭେମାନେ ଦାଉଦଙ୍କୁ ଏପରି କୁହ, ରାଜା କିଛି ମୂଲ୍ୟ ଚାହାନ୍ତି ନାହିଁ, ମାତ୍ର ରାଜାଙ୍କ ଶତ୍ରୁମାନଙ୍କଠାରୁ ପରିଶୋଧ ନେବା ନିମନ୍ତେ ପଲେଷ୍ଟୀୟମାନଙ୍କର ଶହେ ସୁନ୍ନତ ଚର୍ମ୍ମ ଚାହାନ୍ତି। ପଲେଷ୍ଟୀୟମାନଙ୍କ ହସ୍ତ ଦ୍ୱାରା ଦାଉଦଙ୍କୁ ବଧ କରିବା ପାଇଁ ଶାଉଲଙ୍କର ବିଚାର ଥିଲା। Viz kapitolaପବିତ୍ର ବାଇବଲ25 ଶାଉଲ ସେମାନଙ୍କୁ କହିଲେ, “ତୁମ୍ଭେ ଦାଉଦଙ୍କୁ ଏ କଥା କୁହ, ‘ରାଜା ଗ୍ଭହାନ୍ତି ନାହିଁ ତୁମ୍ଭେ ତାଙ୍କର ଝିଅ ପାଇଁ ଅର୍ଥ ଦିଅ, ସେ ପଲେଷ୍ଟୀୟମାନଙ୍କଠାରୁ ପ୍ରତିଶୋଧ ନେବାକୁ ଗ୍ଭହାନ୍ତି ଏବଂ ସେ ପଲେଷ୍ଟୀୟମାନଙ୍କର 100 ସୁନ୍ନତ ଚର୍ମ ଗ୍ଭହାନ୍ତି।’” ପଲେଷ୍ଟୀୟମାନଙ୍କ ଦ୍ୱାରା ଦାଉଦଙ୍କୁ ନିପାତ କରିବା ପାଇଁ ଶାଉଲଙ୍କର ବିଗ୍ଭର ଥିଲା। Viz kapitola |