1 ଶାମୁୟେଲ 18:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଏଥିଉତ୍ତାରେ କାଳ ସମ୍ପୂର୍ଣ୍ଣ ନୋହୁଣୁ, ଦାଉଦ ଓ ତାଙ୍କର ଲୋକମାନେ ଉଠିଯାଇ ପଲେଷ୍ଟୀୟମାନଙ୍କର ଦୁଇ ଶହ ଲୋକଙ୍କୁ ବଧ କଲେ; ପୁଣି, ଦାଉଦ ସେମାନଙ୍କର ସୁନ୍ନତ ଚର୍ମ ଆଣିଲେ, ତହୁଁ ସେ ଯେପରି ରାଜାଙ୍କର ଜୁଆଁଇ ହେବେ, ଏଥିପାଇଁ ପୂର୍ଣ୍ଣ ସଂଖ୍ୟାନୁସାରେ ତାହା ରାଜାଙ୍କୁ ଦେଲେ। ତହିଁରେ ଶାଉଲ ତାଙ୍କୁ ଆପଣା କନ୍ୟା ମୀଖଲକୁ ଭାର୍ଯ୍ୟା ରୂପେ ଦାନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ଅନନ୍ତର କାଳ ସମ୍ପୂର୍ଣ୍ଣ ନୋହୁଣୁ, ଦାଉଦ ଓ ତାଙ୍କର ଲୋକମାନେ ଉଠିଯାଇ ପଲେଷ୍ଟୀୟମାନଙ୍କର ଦୁଇ ଶହ ଲୋକଙ୍କୁ ବଧ କଲେ; ପୁଣି ଦାଉଦ ସେମାନଙ୍କର ସୁନ୍ନତ ଚର୍ମ ଆଣିଲେ, ତହୁଁ ସେ ଯେପରି ରାଜାଙ୍କର ଜୁଆଁଇ ହେବେ, ସେଥିପାଇଁ ପୂର୍ଣ୍ଣ ସଂଖ୍ୟାନୁସାରେ ତାହା ରାଜାଙ୍କୁ ଦେଲେ । ତହିଁରେ ଶାଉଲ ତାଙ୍କୁ ଆପଣା କନ୍ୟା ମୀଖଲକୁ ଭାର୍ଯ୍ୟା ରୂପେ ଦାନ କଲେ। Viz kapitolaଓଡିଆ ବାଇବେଲ27 ଏଥିଉତ୍ତାରେ କାଳ ସମ୍ପୂର୍ଣ୍ଣ ନୋହୁଣୁ, ଦାଉଦ ଓ ତାଙ୍କର ଲୋକମାନେ ଉଠିଯାଇ ପଲେଷ୍ଟୀୟମାନଙ୍କର ଦୁଇ ଶହ ଲୋକଙ୍କୁ ବଧ କଲେ; ପୁଣି, ଦାଉଦ ସେମାନଙ୍କର ସୁନ୍ନତ ଚର୍ମ ଆଣିଲେ, ତହୁଁ ସେ ଯେପରି ରାଜାଙ୍କର ଜୁଆଁଇ ହେବେ, ଏଥିପାଇଁ ପୂର୍ଣ୍ଣ ସଂଖ୍ୟାନୁସାରେ ତାହା ରାଜାଙ୍କୁ ଦେଲେ। ତହିଁରେ ଶାଉଲ ତାଙ୍କୁ ଆପଣା କନ୍ୟା ମୀଖଲକୁ ଭାର୍ଯ୍ୟା ରୂପେ ଦାନ କଲେ। Viz kapitolaପବିତ୍ର ବାଇବଲ27 ଦାଉଦ ଓ ତା'ର ଲୋକମାନେ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କରିବାକୁ ବାହାରିଲେ। ସେମାନେ ଦୁଇ ଶହ ପଲେଷ୍ଟୀୟମାନଙ୍କୁ ବଧ କଲେ। ଦାଉଦ 200 ପଲେଷ୍ଟୀୟମାନଙ୍କର ସୁନ୍ନତ ଚର୍ମ ଆଣିଲେ ଏବଂ ଶାଉଲଙ୍କୁ ଦେଲେ। ଦାଉଦ ଏପରି କଲେ କାରଣ ସେ ଗ୍ଭହୁଁଥିଲେ ରାଜାଙ୍କର ଜ୍ୱାଇଁ ହେବା ପାଇଁ। ଶାଉଲ ତାଙ୍କର କନ୍ୟା ମୀଖଲକୁ ଦାଉଦ ସହ ବିବାହ ଦେଲେ। Viz kapitola |