Online Bible

- Reklamy -




1 ଶାମୁୟେଲ 19:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏପରି ସମୟରେ ଶାଉଲ ବର୍ଚ୍ଛାରେ ଦାଉଦଙ୍କୁ କାନ୍ଥରେ ଫୋଡ଼ି ପକାଇବାକୁ ଚାହିଁଲେ; ମାତ୍ର ସେ ଶାଉଲଙ୍କ ସମ୍ମୁଖରୁ ଘୁଞ୍ଚିଯିବାରୁ ବର୍ଚ୍ଛା କାନ୍ଥରେ ଫୋଡ଼ି ହୋଇଗଲା; ପୁଣି, ଦାଉଦ ପଳାଇ ସେହି ରାତ୍ରି ରକ୍ଷା ପାଇଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ଏପରି ସମୟରେ ଶାଉଲ ବର୍ଚ୍ଛାରେ ଦାଉଦଙ୍କୁ କାନ୍ଥରେ ଫୋଡ଼ି ପକାଇବାକୁ ଚାହିଁଲେ; ମାତ୍ର ସେ ଶାଉଲଙ୍କ ସମ୍ମୁଖରୁ ଘୁଞ୍ଚିଯିବାରୁ ବର୍ଚ୍ଛା କାନ୍ଥରେ ଫୋଡ଼ି ହୋଇଗଲା; ପୁଣି ଦାଉଦ ପଳାଇ ସେହି ରାତ୍ରି ରକ୍ଷା ପାଇଲେ।

Viz kapitola kopírovat

ଓଡିଆ ବାଇବେଲ

10 ଏପରି ସମୟରେ ଶାଉଲ ବର୍ଚ୍ଛାରେ ଦାଉଦଙ୍କୁ କାନ୍ଥରେ ଫୋଡ଼ି ପକାଇବାକୁ ଚାହିଁଲେ; ମାତ୍ର ସେ ଶାଉଲଙ୍କ ସମ୍ମୁଖରୁ ଘୁଞ୍ଚିଯିବାରୁ ବର୍ଚ୍ଛା କାନ୍ଥରେ ଫୋଡ଼ି ହୋଇଗଲା; ପୁଣି, ଦାଉଦ ପଳାଇ ସେହି ରାତ୍ରି ରକ୍ଷା ପାଇଲେ।

Viz kapitola kopírovat

ପବିତ୍ର ବାଇବଲ

10 ଶାଉଲ ବର୍ଚ୍ଛାରେ ଦାଉଦଙ୍କୁ କାନ୍ଥରେ ଫୋଡ଼ି ପକାଇବାକୁ ଗ୍ଭହିଁଥିଲେ, ମାତ୍ର ସେ ଶାଉଲଙ୍କ ସମ୍ମୁଖରୁ ଘୁଞ୍ଚି ଯିବାରୁ ବର୍ଚ୍ଛା କାନ୍ଥରେ ଫୋଡ଼ି ହୋଇଗଲା। ସେହି ରାତ୍ରିରେ ଦାଉଦ ପଳାୟନ କଲେ।

Viz kapitola kopírovat




1 ଶାମୁୟେଲ 19:10

Následuj nás:

Reklamy


Reklamy