1 ଶାମୁୟେଲ 19:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତହୁଁ ମୀଖଲ ମୂର୍ତ୍ତି ନେଇ ଶଯ୍ୟାରେ ଶୁଆଇଲା ଓ ଛାଗଲୋମ ନିର୍ମିତ ରେଜାଇ ତହିଁର ମସ୍ତକରେ ଦେଇ ତାହାକୁ ଚାଦରରେ ଘୋଡ଼ାଇ ରଖିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)13 ତହୁଁ ମୀଖଲ ମୂର୍ତ୍ତି ନେଇ ଶଯ୍ୟାରେ ଶୁଆଇଲା ଓ ଛାଗଲୋମ ନିର୍ମିତ ରେଜାଇ ତହିଁର ମସ୍ତକରେ ଦେଇ ତାହାକୁ ଚାଦରରେ ଘୋଡ଼ାଇ ରଖିଲା। Viz kapitolaଓଡିଆ ବାଇବେଲ13 ତହୁଁ ମୀଖଲ ମୂର୍ତ୍ତି ନେଇ ଶଯ୍ୟାରେ ଶୁଆଇଲା ଓ ଛାଗଲୋମ ନିର୍ମିତ ରେଜାଇ ତହିଁର ମସ୍ତକରେ ଦେଇ ତାହାକୁ ଚାଦରରେ ଘୋଡ଼ାଇ ରଖିଲା। Viz kapitolaପବିତ୍ର ବାଇବଲ13 ମୀଖଲ ଗୃହର ଦେବତାଙ୍କୁ ଲୁଗାରେ ଘୋଡ଼ାଇ ଦେଲା। ତା'ପରେ ସେ ପ୍ରତିମୂର୍ତ୍ତିକୁ ବିଛଣା ମଧ୍ୟରେ ପୁରାଇ ଦେଲା। ସେ ମଧ୍ୟ ଛାଗ ଚମଡ଼ାକୁ ତହିଁର ମସ୍ତକରେ ଘୋଡ଼ାଇ ଦେଲା। Viz kapitola |