1 ଶାମୁୟେଲ 19:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତେଣୁ ଶାଉଲ ଦାଉଦଙ୍କୁ ଧରିବା ପାଇଁ ଦୂତମାନଙ୍କୁ ପଠାଇଲେ; ମାତ୍ର ସେମାନେ ଭବିଷ୍ୟଦ୍ବକ୍ତା ଦଳକୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବାର ଓ ସେମାନଙ୍କ ଉପରେ ନିଯୁକ୍ତ ଶାମୁୟେଲଙ୍କୁ ଠିଆ ହେବାର ଦେଖନ୍ତେ, ପରମେଶ୍ୱରଙ୍କ ଆତ୍ମା ଶାଉଲଙ୍କର ଦୂତମାନଙ୍କ ଉପରକୁ ଆସିଲେ, ତହିଁରେ ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ତେଣୁ ଶାଉଲ ଦାଉଦଙ୍କୁ ଧରିବା ପାଇଁ ଦୂତମାନଙ୍କୁ ପଠାଇଲେ; ମାତ୍ର ସେମାନେ ଭବିଷ୍ୟଦ୍ବକ୍ତା ଦଳକୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବାର ଓ ସେମାନଙ୍କ ଉପରେ ନିଯୁକ୍ତ ଶାମୁୟେଲଙ୍କୁ ଠିଆ ହେବାର ଦେଖନ୍ତେ, ପରମେଶ୍ଵରଙ୍କ ଆତ୍ମା ଶାଉଲଙ୍କର ଦୂତମାନଙ୍କ ଉପରକୁ ଆସିଲେ, ତହିଁରେ ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ । Viz kapitolaଓଡିଆ ବାଇବେଲ20 ତେଣୁ ଶାଉଲ ଦାଉଦଙ୍କୁ ଧରିବା ପାଇଁ ଦୂତମାନଙ୍କୁ ପଠାଇଲେ; ମାତ୍ର ସେମାନେ ଭବିଷ୍ୟଦ୍ବକ୍ତା ଦଳକୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବାର ଓ ସେମାନଙ୍କ ଉପରେ ନିଯୁକ୍ତ ଶାମୁୟେଲଙ୍କୁ ଠିଆ ହେବାର ଦେଖନ୍ତେ, ପରମେଶ୍ୱରଙ୍କ ଆତ୍ମା ଶାଉଲଙ୍କର ଦୂତମାନଙ୍କ ଉପରକୁ ଆସିଲେ, ତହିଁରେ ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ। Viz kapitolaପବିତ୍ର ବାଇବଲ20 ତେଣୁ ଶାଉଲ ଦାଉଦଙ୍କୁ ଧରିବା ପାଇଁ ଦୂତମାନଙ୍କୁ ପଠାଇଲେ। ମାତ୍ର ସେମାନେ ଭବିଷ୍ୟଦ୍ବକ୍ତା ଦଳକୁ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରିବାର ଓ ସେମାନଙ୍କ ଉପରେ ନିଯୁକ୍ତି ଶାମୁୟେଲଙ୍କୁ ଠିଆ ହେବାର ଦେଖନ୍ତେ ପରମେଶ୍ୱରଙ୍କ ଆତ୍ମା ଶାଉଲଙ୍କର ଦୂତମାନଙ୍କ ଉପରକୁ ଆସିଲେ। ତହିଁରେ ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କଲେ। Viz kapitola |