Online Bible

- Reklamy -




1 ଶାମୁୟେଲ 19:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କାରଣ ସେ ଆପଣା ପ୍ରାଣ ହସ୍ତରେ ଧରି ସେହି ପଲେଷ୍ଟୀୟକୁ ବଧ କଲା, ତହିଁରେ ସଦାପ୍ରଭୁ ସମୁଦାୟ ଇସ୍ରାଏଲ ନିମନ୍ତେ ମହା ଉଦ୍ଧାର ସାଧନ କଲେ; ଆପଣ ତାହା ଦେଖିଥିଲେ ଓ ଆନନ୍ଦ କରିଥିଲେ; ତେବେ ଆପଣ ବିନା କାରଣରେ ଦାଉଦଙ୍କୁ ବଧ କରି କାହିଁକି ନିର୍ଦ୍ଦୋଷ ରକ୍ତ ବିରୁଦ୍ଧରେ ପାପ କରିବେ?”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 କାରଣ ସେ ଆପଣା ପ୍ରାଣ ହସ୍ତରେ ଧରି ସେହି ପଲେଷ୍ଟୀୟକୁ ବଧ କଲା, ତହିଁରେ ସଦାପ୍ରଭୁ ସମୁଦାୟ ଇସ୍ରାଏଲ ନିମନ୍ତେ ମହା ଉଦ୍ଧାର ସାଧନ କଲେ; ଆପଣ ତାହା ଦେଖିଥିଲେ ଓ ଆନନ୍ଦ କରିଥିଲେ; ତେବେ ଆପଣ ବିନା କାରଣରେ ଦାଉଦକୁ ବଧ କରି କିହେତୁ ନିର୍ଦ୍ଦୋଷ ରକ୍ତ ବିରୁଦ୍ଧରେ ପାପ କରିବେ?

Viz kapitola kopírovat

ଓଡିଆ ବାଇବେଲ

5 କାରଣ ସେ ଆପଣା ପ୍ରାଣ ହସ୍ତରେ ଧରି ସେହି ପଲେଷ୍ଟୀୟକୁ ବଧ କଲା, ତହିଁରେ ସଦାପ୍ରଭୁ ସମୁଦାୟ ଇସ୍ରାଏଲ ନିମନ୍ତେ ମହା ଉଦ୍ଧାର ସାଧନ କଲେ; ଆପଣ ତାହା ଦେଖିଥିଲେ ଓ ଆନନ୍ଦ କରିଥିଲେ; ତେବେ ଆପଣ ବିନା କାରଣରେ ଦାଉଦକୁ ବଧ କରି କାହିଁକି ନିର୍ଦ୍ଦୋଷ ରକ୍ତ ବିରୁଦ୍ଧରେ ପାପ କରିବେ ?

Viz kapitola kopírovat

ପବିତ୍ର ବାଇବଲ

5 ସେ ଆପଣା ପ୍ରାଣକୁ ବିପଦରେ ପକାଇ ପଲେଷ୍ଟୀୟକୁ ହତ୍ୟା କଲା। ସେଥିରେ ସଦାପ୍ରଭୁ ସମୁଦାୟ ଇସ୍ରାଏଲ ନିମନ୍ତେ ମହା ବିଜୟ ସାଧନ କଲେ। ଆପଣ ତାହା ଦେଖି ଆନନ୍ଦ କରିଥିଲେ। ଏବେ ଆପଣ ବିନା କାରଣରେ ଦାଉଦକୁ ହତ୍ୟା କରିବେ କାହିଁକି? ସେ ନିର୍ଦ୍ଦୋଷ, ତାକୁ ହତ୍ୟା କରିବାର କିଛି କାରଣ ନାହିଁ।”

Viz kapitola kopírovat




1 ଶାମୁୟେଲ 19:5

Následuj nás:

Reklamy


Reklamy