1 ଶାମୁୟେଲ 19:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏଉତ୍ତାରେ ଶାଉଲ ଆପଣା ହାତରେ ବର୍ଚ୍ଛା ଧରି ଗୃହରେ ବସିଥିବା ବେଳେ ସଦାପ୍ରଭୁଙ୍କଠାରୁ ଏକ ମନ୍ଦ ଆତ୍ମା ତାଙ୍କ ଉପରକୁ ଆସିଲା; ସେସମୟରେ ଦାଉଦ ଆପଣା ହସ୍ତରେ ବାଦ୍ୟ ବଜାଉଥିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)9 ଏଉତ୍ତାରେ ଶାଉଲ ଆପଣା ହାତରେ ବର୍ଚ୍ଛା ଧରି ଗୃହରେ ବସିଥିବା ବେଳେ ସଦାପ୍ରଭୁଙ୍କଠାରୁ ଏକ ମନ୍ଦ ଆତ୍ମା ତାଙ୍କ ଉପରକୁ ଆସିଲା; ସେସମୟରେ ଦାଉଦ ଆପଣା ହସ୍ତରେ ବାଦ୍ୟ ବଜାଉଥିଲେ, Viz kapitolaଓଡିଆ ବାଇବେଲ9 ଏଉତ୍ତାରେ ଶାଉଲ ଆପଣା ହାତରେ ବର୍ଚ୍ଛା ଧରି ଗୃହରେ ବସିଥିବା ବେଳେ ସଦାପ୍ରଭୁଙ୍କଠାରୁ ଏକ ମନ୍ଦ ଆତ୍ମା ତାଙ୍କ ଉପରକୁ ଆସିଲା; ସେସମୟରେ ଦାଉଦ ଆପଣା ହସ୍ତରେ ବାଦ୍ୟ ବଜାଉଥିଲେ, Viz kapitolaପବିତ୍ର ବାଇବଲ9 କିନ୍ତୁ ଏକ ମନ୍ଦ ଆତ୍ମା ସଦାପ୍ରଭୁଙ୍କଠାରୁ ଶାଉଲଙ୍କ ଉପରକୁ ଆସିଲା। ଶାଉଲ ତାଙ୍କ ନିଜ ଗୃହରେ ବସିଥିଲେ। ଶାଉଲ ହାତରେ ବର୍ଚ୍ଛା ଧରି ଥିଲେ। ଦାଉଦ ଆପଣା ହସ୍ତରେ ବାଦ୍ୟ ବଜାଉ ଥିଲେ। Viz kapitola |