1 ଶାମୁୟେଲ 2:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପୁଣି, ହାନ୍ନା ପ୍ରାର୍ଥନା କରି କହିଲା; “ମୋହର ଅନ୍ତଃକରଣ ସଦାପ୍ରଭୁଙ୍କଠାରେ ମହା ଉଲ୍ଲାସ କରୁଅଛି, ସଦାପ୍ରଭୁଙ୍କଠାରେ ମୋହର ଶୃଙ୍ଗ ଉନ୍ନତ ହୋଇଅଛି; ମୋହର ମୁଖ ମୋର ଶତ୍ରୁମାନଙ୍କ ନିକଟରେ ଖୋଲିଅଛି; ଯେହେତୁ ମୁଁ ତୁମ୍ଭ ପରିତ୍ରାଣରେ ଆନନ୍ଦ କରେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ପୁଣି ହାନ୍ନା ପ୍ରାର୍ଥନା କରି କହିଲା; ମୋହର ଅନ୍ତଃକରଣ ସଦାପ୍ରଭୁଙ୍କଠାରେ ମହାଉଲ୍ଲାସ କରୁଅଛି, ସଦାପ୍ରଭୁଙ୍କଠାରେ ମୋହର ଶୃଙ୍ଗ ଉନ୍ନତ ହୋଇଅଛି; ମୋହର ମୁଖ ମୋର ଶତ୍ରୁମାନଙ୍କ ନିକଟରେ ଫିଟିଅଛି; ଯେହେତୁ ମୁଁ ତୁମ୍ଭ ପରିତ୍ରାଣରେ ଆନନ୍ଦ କରେ। Viz kapitolaଓଡିଆ ବାଇବେଲ1 ପୁଣି, ହାନ୍ନା ପ୍ରାର୍ଥନା କରି କହିଲା; ମୋହର ଅନ୍ତଃକରଣ ସଦାପ୍ରଭୁଙ୍କଠାରେ ମହାଉଲ୍ଲାସ କରୁଅଛି, ସଦାପ୍ରଭୁଙ୍କଠାରେ ମୋହର ଶୃଙ୍ଗ ଉନ୍ନତ ହୋଇଅଛି; ମୋହର ମୁଖ ମୋର ଶତ୍ରୁମାନଙ୍କ ନିକଟରେ ଖୋଲିଅଛି; ଯେହେତୁ ମୁଁ ତୁମ୍ଭ ପରିତ୍ରାଣରେ ଆନନ୍ଦ କରେ। Viz kapitolaପବିତ୍ର ବାଇବଲ1 ହାନ୍ନା ପ୍ରାର୍ଥନା କରି କହିଲା, “ମୋର ଅନ୍ତଃକରଣ ସଦାପ୍ରଭୁଙ୍କଠାରେ ମହାଉଲ୍ଲାସ କରୁଅଛି। ପରମେଶ୍ୱରଙ୍କଠାରେ ମୁଁ ମୋର ବହୁତ ଶକ୍ତି ଅନୁଭବ କରୁଛି। ମୁଁ ମୋର ଶତ୍ରୁମାନଙ୍କୁ ଉପହାସ କରୁଛି। ଯେହେତୁ ତୁମ୍ଭେ ମୋତେ ରକ୍ଷା କରିଥିବାରୁ ମୁଁ ବହୁତ ଖୁସୀ। Viz kapitola |