1 ଶାମୁୟେଲ 2:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଲିଙ୍କର ପୁତ୍ରମାନେ ଦୁଷ୍ଟ ଥିଲେ, ସେମାନେ ସଦାପ୍ରଭୁଙ୍କୁ ଜାଣିଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଏଲିଙ୍କର ପୁତ୍ରମାନେ ପାପାଧମ ସନ୍ତାନ ଥିଲେ, ସେମାନେ ସଦାପ୍ରଭୁଙ୍କୁ ଜାଣିଲେ ନାହିଁ। Viz kapitolaଓଡିଆ ବାଇବେଲ12 ଏଲିଙ୍କର ପୁତ୍ରମାନେ ଦୁଷ୍ଟ ଥିଲେ, ସେମାନେ ସଦାପ୍ରଭୁଙ୍କୁ ଜାଣିଲେ ନାହିଁ। Viz kapitolaପବିତ୍ର ବାଇବଲ12 ଏଲିଙ୍କର ପୁତ୍ରମାନେ ପାପୀ ଥିଲେ ଏବଂ ସେମାନେ ସଦାପ୍ରଭଙ୍କୁ ଜାଣନ୍ତି ନାହିଁ। Viz kapitola |