Online Bible

- Reklamy -




1 ଶାମୁୟେଲ 2:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆଉ ସେ ପାତ୍ର, ବା ତସଲା, ବା ହଣ୍ଡା, ବା କହ୍ରାଇ ଭିତରେ ମାରେ; ଯେତେକ ତ୍ରିଶୂଳରେ ଆସେ, ସେସବୁ ଯାଜକ ନିଏ। ଇସ୍ରାଏଲର ଯେତେ ଲୋକ ଶୀଲୋକୁ ଆସିଲେ, ସେଠାରେ ସେମାନେ ସେସମସ୍ତଙ୍କ ପ୍ରତି ଏହିପରି କରୁଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ଆଉ ସେ ପାତ୍ର, ବା ତସଲା, ବା ହଣ୍ତା, ବା କହ୍ରାଇ ଭିତରେ ମାରେ; ଯେତେକ ତ୍ରିଶୂଳରେ ଆସେ, ସେସବୁ ଯାଜକ ନିଏ। ଇସ୍ରାଏଲର ଯେତେ ଲୋକ ଶୀଲୋକୁ ଆସିଲେ, ସେଠାରେ ସେମାନେ ସେସମସ୍ତଙ୍କ ପ୍ରତି ଏହିପରି କରୁଥିଲେ।

Viz kapitola kopírovat

ଓଡିଆ ବାଇବେଲ

14 ଆଉ ସେ ପାତ୍ର, ବା ତସଲା, ବା ହଣ୍ଡା, ବା କହ୍ରାଇ ଭିତରେ ମାରେ; ଯେତେକ ତ୍ରିଶୂଳରେ ଆସେ, ସେସବୁ ଯାଜକ ନିଏ। ଇସ୍ରାଏଲର ଯେତେ ଲୋକ ଶୀଲୋକୁ ଆସିଲେ, ସେଠାରେ ସେମାନେ ସେସମସ୍ତଙ୍କ ପ୍ରତି ଏହିପରି କରୁଥିଲେ।

Viz kapitola kopírovat

ପବିତ୍ର ବାଇବଲ

14 ଆଉ ଯାଜକର ସେବକ ମାଂସକୁ ତସଲା ବା ହଣ୍ଡାରୁ ବାହାର କରିବା ପାଇଁ କଣ୍ଟା ଗ୍ଭମୁଚର ବ୍ୟବହାର କରିବା ଉଚିତ୍। କଣ୍ଟା ଗ୍ଭମୁଚ ଦ୍ୱାରା ଯେତିକି ସେବକ ଆଣି ଥାଏ କେବଳ ସେତିକି ହିଁ ଯାଜକ ନେବା ଉଚିତ୍। ଇସ୍ରାଏଲ ଲୋକମାନେ ଯେଉଁମାନେ ଶିଲୋକୁ ଉପାସନା କରିବା ପାଇଁ ଆସନ୍ତି, ଏହା ଯାହାକି ଯାଜକଗଣ ନୈବେଦ୍ୟ ପ୍ରତି କରିବା ଉଚିତ୍।

Viz kapitola kopírovat




1 ଶାମୁୟେଲ 2:14

Následuj nás:

Reklamy


Reklamy