1 ଶାମୁୟେଲ 2:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏଲି ଅତି ବୃଦ୍ଧ ହେଲେ; ପୁଣି, ତାଙ୍କର ପୁତ୍ରମାନେ ସମୁଦାୟ ଇସ୍ରାଏଲ ପ୍ରତି ଯାହା ଯାହା କଲେ ଓ ସମାଗମ-ତମ୍ବୁ ଦ୍ୱାର ନିକଟରେ ସେବାକାରିଣୀ ସ୍ତ୍ରୀଗଣ ସହିତ କିପରି ଶୟନ କଲେ, ଏସବୁ କଥା ସେ ଶୁଣିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ଏଲି ଅତି ବୃଦ୍ଧ ହେଲେ; ପୁଣି ତାଙ୍କର ପୁତ୍ରମାନେ ସମୁଦାୟ ଇସ୍ରାଏଲ ପ୍ରତି ଯାହା ଯାହା କଲେ ଓ ସମାଗମ-ତମ୍ଵୁ ଦ୍ଵାର ନିକଟରେ ସେବାକାରିଣୀ ସ୍ତ୍ରୀଗଣ ସହିତ କିପରି ଶୟନ କଲେ, ଏସବୁ କଥା ସେ ଶୁଣିଲେ। Viz kapitolaଓଡିଆ ବାଇବେଲ22 ଏଲି ଅତି ବୃଦ୍ଧ ହେଲେ; ପୁଣି, ତାଙ୍କର ପୁତ୍ରମାନେ ସମୁଦାୟ ଇସ୍ରାଏଲ ପ୍ରତି ଯାହା ଯାହା କଲେ ଓ ସମାଗମ-ତମ୍ବୁ ଦ୍ୱାର ନିକଟରେ ସେବାକାରିଣୀ ସ୍ତ୍ରୀଗଣ ସହିତ କିପରି ଶୟନ କଲେ, ଏସବୁ କଥା ସେ ଶୁଣିଲେ। Viz kapitolaପବିତ୍ର ବାଇବଲ22 ଏଲି ଅତି ବୃଦ୍ଧ ହେଲେ। ପୁଣି ତାଙ୍କର ପୁତ୍ରମାନେ ସମୁଦାୟ ଇସ୍ରାଏଲକୁ ଯାହା ଯାହା କଲେ ଓ ଯିଏ କି ସମାଗମ-ତମ୍ବୁର ପ୍ରବେଶ ନିକଟରେ ସେବା କାରୀଣୀ ସ୍ତ୍ରୀଗଣ ସହିତ କିପରି ଶୟନ କଲେ, ଏସବୁ କଥା ତାଙ୍କ ଦ୍ୱାରା ଶୁଣା ହେଲା। Viz kapitola |