1 ଶାମୁୟେଲ 2:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଏଥିଉତ୍ତାରେ ପରମେଶ୍ୱରଙ୍କର ଏକ ଲୋକ ଏଲିଙ୍କ ନିକଟକୁ ଆସି ତାଙ୍କୁ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ‘ଯେଉଁ ସମୟରେ ତୁମ୍ଭ ପିତୃଗୃହ ମିସରରେ ଫାରୋର ଦାସତ୍ୱରେ ଥିଲେ, ସେସମୟରେ ଆମ୍ଭେ କି ପ୍ରତ୍ୟକ୍ଷ ରୂପେ ସେମାନଙ୍କୁ ଦର୍ଶନ ଦେଇ ନାହୁଁ Viz kapitolaପବିତ୍ର ବାଇବଲ (Re-edited) - (BSI)27 ଏଥି ଉତ୍ତାରେ ପରମେଶ୍ଵରଙ୍କର ଏକ ଲୋକ ଏଲିଙ୍କ ନିକଟକୁ ଆସି ତାଙ୍କୁ କହିଲା, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ସମୟରେ ତୁମ୍ଭ ପିତୃଗୃହ ମିସରରେ ଫାରୋର ଦାସତ୍ଵରେ ଥିଲେ, ସେସମୟରେ ଆମ୍ଭେ କି ପ୍ରତ୍ୟକ୍ଷ ରୂପେ ସେମାନଙ୍କୁ ଦର୍ଶନ ଦେଇ ନାହୁଁ Viz kapitolaଓଡିଆ ବାଇବେଲ27 ଏଥିଉତ୍ତାରେ ପରମେଶ୍ୱରଙ୍କର ଏକ ଲୋକ ଏଲିଙ୍କ ନିକଟକୁ ଆସି ତାଙ୍କୁ କହିଲା, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ସମୟରେ ତୁମ୍ଭ ପିତୃଗୃହ ମିସରରେ ଫାରୋର ଦାସତ୍ୱରେ ଥିଲେ, ସେସମୟରେ ଆମ୍ଭେ କି ପ୍ରତ୍ୟକ୍ଷ ରୂପେ ସେମାନଙ୍କୁ ଦର୍ଶନ ଦେଇ ନାହୁଁ Viz kapitolaପବିତ୍ର ବାଇବଲ27 ଏହା ପରେ ପରମେଶ୍ୱରଙ୍କଠାରୁ ଏକ ଲୋକ ଏଲିଙ୍କ ନିକଟକୁ ଆସି କହିଲା, “ସଦାପ୍ରଭୁ ଏହା କହନ୍ତି, ‘ଯେତେବେଳେ ତୁମ୍ଭର ପୂର୍ବପୁରୁଷଗଣ ମିଶରରେ ଫାରୋର ଦାସତ୍ୱରେ ଥିଲେ। ସେ ସମୟରେ ମୁଁ ସେମାନଙ୍କ ଆଗରେ ଆବିର୍ଭାବ ହେଲି। Viz kapitola |