1 ଶାମୁୟେଲ 20:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତହିଁରେ ଯୋନାଥନ ଦାଉଦଙ୍କୁ କହିଲା, “ଆସ, ଆମ୍ଭେମାନେ କ୍ଷେତ୍ରକୁ ଯାଉ।” ତହିଁରେ ସେ ଦୁହେଁ ବାହାରି କ୍ଷେତ୍ରକୁ ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ତହିଁରେ ଯୋନାଥନ ଦାଉଦଙ୍କୁ କହିଲା, ଆସ, ଆମ୍ଭେମାନେ କ୍ଷେତ୍ରକୁ ଯାଉ। ତହିଁରେ ସେ ଦୁହେଁ ବାହାରି କ୍ଷେତ୍ରକୁ ଗଲେ। Viz kapitolaଓଡିଆ ବାଇବେଲ11 ତହିଁରେ ଯୋନାଥନ ଦାଉଦଙ୍କୁ କହିଲା, ଆସ, ଆମ୍ଭେମାନେ କ୍ଷେତ୍ରକୁ ଯାଉ। ତହିଁରେ ସେ ଦୁହେଁ ବାହାରି କ୍ଷେତ୍ରକୁ ଗଲେ। Viz kapitolaପବିତ୍ର ବାଇବଲ11 ତା'ପରେ ଯୋନାଥନ କହିଲେ, “ଆସ ଆମ୍ଭେ ବିଲକୁ ପଳାଇବା,” ଯୋନାଥନ ଏବଂ ଦାଉଦ ସାଥୀ ହୋଇ ବିଲକୁ ପଳାଇ ଗଲେ। Viz kapitola |