1 ଶାମୁୟେଲ 20:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଉତ୍ତାରେ ଯୋନାଥନ ଦାଉଦଙ୍କୁ କହିଲା, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ସାକ୍ଷୀ ରହିଲେ; ମୁଁ କାଲି ଏହି ସମୟରେ ବା ତୃତୀୟ ଦିନରେ ଆପଣା ପିତାଙ୍କ ମନ ବୁଝିଲା ଉତ୍ତାରେ, ଦେଖ, ଯେବେ ଦାଉଦଙ୍କ ପକ୍ଷରେ ମଙ୍ଗଳ ଥାଏ, ତେବେ ମୁଁ ତୁମ୍ଭ କତିକି ଲୋକ ପଠାଇ କି ତାହା ତୁମ୍ଭ କର୍ଣ୍ଣଗୋଚର ନ କରିବି? Viz kapitolaପବିତ୍ର ବାଇବଲ (Re-edited) - (BSI)12 ଏଉତ୍ତାରେ ଯୋନାଥନ ଦାଉଦଙ୍କୁ କହିଲା, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ସାକ୍ଷୀ ରହିଲେ; ମୁଁ କାଲି ଏହି ସମୟରେ ବା ତୃତୀୟ ଦିନରେ ଆପଣା ପିତାଙ୍କ ମନ ବୁଝିଲା ଉତ୍ତାରେ, ଦେଖ, ଯେବେ ଦାଉଦଙ୍କ ପକ୍ଷରେ ମଙ୍ଗଳ ଥାଏ, ତେବେ ମୁଁ ତୁମ୍ଭ କତିକି ଲୋକ ପଠାଇ କି ତାହା ତୁମ୍ଭ କର୍ଣ୍ଣଗୋଚର ନ କରିବି? Viz kapitolaଓଡିଆ ବାଇବେଲ12 ଏଉତ୍ତାରେ ଯୋନାଥନ ଦାଉଦଙ୍କୁ କହିଲା, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ସାକ୍ଷୀ ରହିଲେ; ମୁଁ କାଲି ଏହି ସମୟରେ ବା ତୃତୀୟ ଦିନରେ ଆପଣା ପିତାଙ୍କ ମନ ବୁଝିଲା ଉତ୍ତାରେ, ଦେଖ, ଯେବେ ଦାଉଦଙ୍କ ପକ୍ଷରେ ମଙ୍ଗଳ ଥାଏ, ତେବେ ମୁଁ ତୁମ୍ଭ କତିକି ଲୋକ ପଠାଇ କି ତାହା ତୁମ୍ଭ କର୍ଣ୍ଣଗୋଚର ନ କରିବି ? Viz kapitolaପବିତ୍ର ବାଇବଲ12 ଯୋନାଥନ ଦାଉଦଙ୍କୁ କହିଲେ, “ମୁଁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ସମ୍ମୁଖରେ ପ୍ରତିଜ୍ଞା କରୁଅଛି, ମୁଁ ମୋର ବାପାଙ୍କଠାରୁ କାଲି ବୁଝିବି। ତାଙ୍କର ଧାରଣା ତୁମ୍ଭ ସମ୍ବନ୍ଧରେ ଭଲ କି ତିକ୍ତ, ତା'ପରେ ତୃତୀୟ ଦିନ ମୁଁ ତୁମ୍ଭ ପାଖକୁ କ୍ଷେତକୁ ନିଶ୍ଚିତ ଖବର ପଠାଇବି। Viz kapitola |