1 ଶାମୁୟେଲ 20:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କେବଳ ତାହା ନୁହେଁ, ସଦାକାଳ ମୋʼ ବଂଶରୁ ତୁମ୍ଭେ ଆପଣା ଦୟା ଉଚ୍ଛିନ୍ନ କରିବ ନାହିଁ; ନା, ସଦାପ୍ରଭୁ ଦାଉଦଙ୍କର ପ୍ରତ୍ୟେକ ଶତ୍ରୁକୁ ଭୂତଳରୁ ଉଚ୍ଛିନ୍ନ କଲା ଉତ୍ତାରେ ମଧ୍ୟ କରିବ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)15 କେବଳ ତାହା ନୁହେଁ, ସଦାକାଳ ମୋʼ ବଂଶରୁ ତୁମ୍ଭେ ଆପଣା ଦୟା ଉଚ୍ଛିନ୍ନ କରିବ ନାହିଁ; ନା, ସଦାପ୍ରଭୁ ଦାଉଦଙ୍କର ପ୍ରତ୍ୟେକ ଶତ୍ରୁକୁ ଭୂତଳରୁ ଉଚ୍ଛିନ୍ନ କଲା ଉତ୍ତାରେ ମଧ୍ୟ କରିବ ନାହିଁ। Viz kapitolaଓଡିଆ ବାଇବେଲ15 କେବଳ ତାହା ନୁହେଁ, ସଦାକାଳ ମୋ’ ବଂଶରୁ ତୁମ୍ଭେ ଆପଣା ଦୟା ଉଚ୍ଛିନ୍ନ କରିବ ନାହିଁ; ନା, ସଦାପ୍ରଭୁ ଦାଉଦଙ୍କର ପ୍ରତ୍ୟେକ ଶତ୍ରୁକୁ ଭୂତଳରୁ ଉଚ୍ଛିନ୍ନ କଲା ଉତ୍ତାରେ ମଧ୍ୟ କରିବ ନାହିଁ। Viz kapitolaପବିତ୍ର ବାଇବଲ15 ମୋ’ ପରିବାର ପ୍ରତି ତୁମ୍ଭର ଦୟା ଦେଖାଇବା ବନ୍ଦ କରିବ ନାହିଁ। ସଦାପ୍ରଭୁ ତୁମ୍ଭର ସମସ୍ତ ଶତ୍ରୁକୁ ପୃଥିବୀରୁ ବିନାଶ କରିବେ।” Viz kapitola |