1 ଶାମୁୟେଲ 20:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏହିରୂପେ ଯୋନାଥନ ଦାଉଦ ବଂଶ ସହିତ ନିୟମ ସ୍ଥିର କରି କହିଲା, “ସଦାପ୍ରଭୁ ଦାଉଦଙ୍କ ଶତ୍ରୁମାନଙ୍କ ହସ୍ତରୁ ପରିଶୋଧ ନେବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)16 ଏହିରୂପେ ଯୋନାଥନ ଦାଉଦ ବଂଶ ସହିତ ନିୟମ ସ୍ଥିର କରି କହିଲା, ସଦାପ୍ରଭୁ ଦାଉଦଙ୍କ ଶତ୍ରୁମାନଙ୍କ ହସ୍ତରୁ ପରିଶୋଧ ନେବେ। Viz kapitolaଓଡିଆ ବାଇବେଲ16 ଏହିରୂପେ ଯୋନାଥନ ଦାଉଦ ବଂଶ ସହିତ ନିୟମ ସ୍ଥିର କରି କହିଲା, ସଦାପ୍ରଭୁ ଦାଉଦଙ୍କ ଶତ୍ରୁମାନଙ୍କ ହସ୍ତରୁ ପରିଶୋଧ ନେବେ। Viz kapitolaପବିତ୍ର ବାଇବଲ16 ତେଣୁ ଯୋନାଥନ ଦାଉଦଙ୍କ ସହିତ ଏକ ଚୁକ୍ତି କଲେ, ସଦାପ୍ରଭୁ ଦାଉଦଙ୍କର ଶତ୍ରୁମାନଙ୍କୁ ଦଣ୍ତ ଦିଅନ୍ତୁ। Viz kapitola |