1 ଶାମୁୟେଲ 20:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଆଉ ଯୋନାଥନ ଦାଉଦଙ୍କୁ ସ୍ନେହ କରିବାରୁ ପୁନର୍ବାର ତାଙ୍କୁ ଶପଥ କରାଇଲା, କାରଣ ସେ ତାଙ୍କୁ ଆପଣା ପ୍ରାଣ ସମାନ ସ୍ନେହ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଆଉ ଯୋନାଥନ ଦାଉଦଙ୍କୁ ସ୍ନେହ କରିବାରୁ ପୁନର୍ବାର ତାଙ୍କୁ ଶପଥ କରାଇଲା; କାରଣ ସେ ତାଙ୍କୁ ଆପଣା ପ୍ରାଣ ସମାନ ସ୍ନେହ କଲା। Viz kapitolaଓଡିଆ ବାଇବେଲ17 ଆଉ ଯୋନାଥନ ଦାଉଦଙ୍କୁ ସ୍ନେହ କରିବାରୁ ପୁନର୍ବାର ତାଙ୍କୁ ଶପଥ କରାଇଲା, କାରଣ ସେ ତାଙ୍କୁ ଆପଣା ପ୍ରାଣ ସମାନ ସ୍ନେହ କଲା। Viz kapitolaପବିତ୍ର ବାଇବଲ17 ତା'ପରେ ଯୋନାଥନ ଦାଉଦଙ୍କୁ ସ୍ନେହ କରିବାରୁ ତା'ର ପ୍ରତିଜ୍ଞା ଦୋହୋରାଇଲେ ଓ ସେ ତାଙ୍କୁ କରିଥିବା ପ୍ରତିଜ୍ଞା ପୁନର୍ବାର ସତ୍ୟତା ପ୍ରମାଣ କରାଇବାକୁ ଦାଉଦଙ୍କୁ ପଗ୍ଭରିଲେ। ଯୋନାଥନ ଏପରି କଲେ କାରଣ ସେ ନିଜକୁ ଯେତିକି ଭଲ ପାଉଥିଲେ ଦାଉଦଙ୍କୁ ମଧ୍ୟ ସେହିପରି ଭଲ ପାଉଥିଲେ। Viz kapitola |