1 ଶାମୁୟେଲ 20:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଆଉ ଦେଖ, ମୁଁ ଏକ ବାଳକକୁ ପଠାଇ କହିବି, ‘ଯାଇ ତୀର ଖୋଜ।’ ମୁଁ ଯେବେ ସେହି ବାଳକକୁ କହେ, ‘ଦେଖ, ତୀର ତୁମ୍ଭ ଏପାଖରେ ଅଛି,’ ତାହା ନେଇଆସ; ତେବେ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭ ପାଇଁ ମଙ୍ଗଳ ଅଛି, କୌଣସି ଭୟ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଆଉ ଦେଖ, ମୁଁ ଏକ ବାଳକକୁ ପଠାଇ କହିବି, ଯାଇ ତୀର ଖୋଜ। ମୁଁ ଯେବେ ସେହି ବାଳକକୁ କହେ, ଦେଖ, ତୀର ତୁମ୍ଭ ଏପାଖରେ ଅଛି, ତାହା ନେଇ ଆସ; ତେବେ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭ ପାଇଁ ମଙ୍ଗଳ ଅଛି, କୌଣସି ଭୟ ନାହିଁ। Viz kapitolaଓଡିଆ ବାଇବେଲ21 ଆଉ ଦେଖ, ମୁଁ ଏକ ବାଳକକୁ ପଠାଇ କହିବି, ଯାଇ ତୀର ଖୋଜ। ମୁଁ ଯେବେ ସେହି ବାଳକକୁ କହେ, ଦେଖ, ତୀର ତୁମ୍ଭ ଏପାଖରେ ଅଛି, ତାହା ନେଇ ଆସ; ତେବେ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭ ପାଇଁ ମଙ୍ଗଳ ଅଛି, କୌଣସି ଭୟ ନାହିଁ। Viz kapitolaପବିତ୍ର ବାଇବଲ21 ତା'ପରେ ମୁଁ ସେ ପିଲାକୁ ତୀରଗୁଡ଼ିକ ସାଉଁଟି ଆଣିବା ପାଇଁ କହିବି। ଯଦି ସବୁକଥା ଭଲ ଥାଏ, ତେବେ ମୁଁ ସେ ପିଲାକୁ କହିବି, ‘ତୁମ୍ଭେ ବହୁତ ଦୂରକୁ ଯାଇଅଛ ତୀରଗୁଡ଼ିକ ମୋ’ ପାଖାପାଖି ଅଛି। ଫେରି ଆସ ଏବଂ ସେଗୁଡ଼ିକ ସଂଗ୍ରହ କର।’ ଯଦି ମୁଁ ଏହା କହେ, ତେବେ ତୁମ୍ଭେ ସେଠାରୁ ବାହାରି ଆସିବ। ମୁଁ ପ୍ରତିଜ୍ଞା କରୁଛି, ସଦାପ୍ରଭୁ ଜୀବିତ ଥିବା ପର୍ଯ୍ୟନ୍ତ ତୁମ୍ଭେ ନିରାପଦ, ତୁମ୍ଭ ଉପରେ ବିପଦ ନାହିଁ। Viz kapitola |