1 ଶାମୁୟେଲ 20:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଆଉ ରାଜା ଅନ୍ୟ ସମୟ ପରି କାନ୍ଥ ନିକଟସ୍ଥ ଆପଣା ଆସନରେ ବସିଲେ; ଏଥିରେ ଯୋନାଥନ ଠିଆ ହେଲା ଓ ଅବ୍ନର ଶାଉଲଙ୍କ ପାଖରେ ବସିଲା; ମାତ୍ର ଦାଉଦଙ୍କର ସ୍ଥାନ ଶୂନ୍ୟ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)25 ଆଉ ରାଜା ଅନ୍ୟ ସମୟ ପରି କାନ୍ଥ ନିକଟସ୍ଥ ଆପଣା ଆସନରେ ବସିଲେ; ଏଥିରେ ଯୋନାଥନ ଠିଆ ହେଲା ଓ ଅବ୍ନର ଶାଉଲଙ୍କ ପାଖରେ ବସିଲା; ମାତ୍ର ଦାଉଦଙ୍କର ସ୍ଥାନ ଶୂନ୍ୟ ଥିଲା। Viz kapitolaଓଡିଆ ବାଇବେଲ25 ଆଉ ରାଜା ଅନ୍ୟ ସମୟ ପରି କାନ୍ଥ ନିକଟସ୍ଥ ଆପଣା ଆସନରେ ବସିଲେ; ଏଥିରେ ଯୋନାଥନ ଠିଆ ହେଲା ଓ ଅବ୍ନର ଶାଉଲଙ୍କ ପାଖରେ ବସିଲା; ମାତ୍ର ଦାଉଦଙ୍କର ସ୍ଥାନ ଶୂନ୍ୟ ଥିଲା। Viz kapitolaପବିତ୍ର ବାଇବଲ25 ରାଜା ସବୁଥର ବସିଲା ପରି କାନ୍ଥ ନିକଟରେ ଥିବା ଆସନରେ ବସିଲେ। ଯୋନାଥନ ଶାଉଲଙ୍କୁ ମୁହଁ କରି ବସିଲେ। ଅବ୍ନର ଶାଉଲଙ୍କ ପାଖରେ ବସିଲେ। ଦାଉଦଙ୍କର ସ୍ଥାନ ଶୂନ୍ୟ ରହିଲା। Viz kapitola |