1 ଶାମୁୟେଲ 20:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଏଥିରେ ଯୋନାଥନ ପ୍ରତି ଶାଉଲଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା ଓ ସେ ତାହାକୁ କହିଲେ, “ଆରେ ବିପଥଗାମିନୀ ଦ୍ରୋହିଣୀର ପୁତ୍ର, ତୁ ଯେ ଆପଣାର ଲଜ୍ଜା ଓ ଆପଣା ମାତାର ଆବରଣୀୟର ଲଜ୍ଜା ନିମନ୍ତେ ଯିଶୀର ପୁତ୍ରକୁ ମନୋନୀତ କରିଅଛୁ, ଏହା କʼଣ ମୁଁ ଜାଣୁ ନାହିଁ? Viz kapitolaପବିତ୍ର ବାଇବଲ (Re-edited) - (BSI)30 ଏଥିରେ ଯୋନାଥନ ପ୍ରତି ଶାଉଲଙ୍କ କ୍ରୋଧ ପ୍ରଜ୍ଵଳିତ ହେଲା ଓ ସେ ତାହାକୁ କହିଲେ, ଆରେ ବିପଥଗାମିନୀ ଦ୍ରୋହିଣୀର ପୁତ୍ର, ତୁ ଯେ ଆପଣାର ଲଜ୍ଜା ଓ ଆପଣା ମାତାର ଆବରଣୀୟର ଲଜ୍ଜା ନିମନ୍ତେ ଯିଶୀର ପୁତ୍ରକୁ ମନୋନୀତ କରିଅଛୁ, ଏହା କʼଣ ମୁଁ ଜାଣୁ ନାହିଁ? Viz kapitolaଓଡିଆ ବାଇବେଲ30 ଏଥିରେ ଯୋନାଥନ ପ୍ରତି ଶାଉଲଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା ଓ ସେ ତାହାକୁ କହିଲେ, ଆରେ ବିପଥଗାମିନୀ ଦ୍ରୋହିଣୀର ପୁତ୍ର, ତୁ ଯେ ଆପଣାର ଲଜ୍ଜା ଓ ଆପଣା ମାତାର ଆବରଣୀୟର ଲଜ୍ଜା ନିମନ୍ତେ ଯିଶୀର ପୁତ୍ରକୁ ମନୋନୀତ କରିଅଛୁ, ଏହା କ’ଣ ମୁଁ ଜାଣୁ ନାହିଁ ? Viz kapitolaପବିତ୍ର ବାଇବଲ30 ଶାଉଲ ଯୋନାଥନ ଉପରେ ଭୟଙ୍କର ରାଗିଲେ। ସେ ଯୋନାଥନଙ୍କୁ କହିଲେ, “ତୁ ହେଉଛୁ ଜଣେ ଦାସୀ ସ୍ତ୍ରୀଲୋକର ପୁତ୍ର। ଯିଏ କି ମାନିବା ପାଇଁ ମନାକରେ। ତୁବି ଠିକ୍ ତା'ପରି, ମୁଁ ଜାଣେ ତୁ ଦାଉଦର ପକ୍ଷ ନେଇଛୁ। ତୁ ନିଜ ପାଇଁ ଓ ତୋର ମା ପାଇଁ ଅପମାନ ଆଣୁଛୁ। Viz kapitola |