1 ଶାମୁୟେଲ 20:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ଏଉତ୍ତାରେ ପ୍ରାତଃକାଳରେ ଯୋନାଥନ ଦାଉଦଙ୍କ ସହିତ ନିରୂପିତ ସମୟରେ କ୍ଷେତ୍ରକୁ ବାହାରିଗଲା, ଆଉ ତାହା ସଙ୍ଗେ ଗୋଟିଏ ସାନ ବାଳକ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)35 ଏଉତ୍ତାରେ ପ୍ରାତଃକାଳରେ ଯୋନାଥନ ଦାଉଦଙ୍କ ସହିତ ନିରୂପିତ ସମୟରେ କ୍ଷେତ୍ରକୁ ବାହାରି ଗଲା, ଆଉ ତାହା ସଙ୍ଗେ ଗୋଟିଏ ସାନ ବାଳକ ଥିଲା। Viz kapitolaଓଡିଆ ବାଇବେଲ35 ଏଉତ୍ତାରେ ପ୍ରାତଃକାଳରେ ଯୋନାଥନ ଦାଉଦଙ୍କ ସହିତ ନିରୂପିତ ସମୟରେ କ୍ଷେତ୍ରକୁ ବାହାରି ଗଲା, ଆଉ ତାହା ସଙ୍ଗେ ଗୋଟିଏ ସାନ ବାଳକ ଥିଲା। Viz kapitolaପବିତ୍ର ବାଇବଲ35 ତା’ ପରଦିନ ସକାଳେ ଯୋନାଥନ ସେହି କ୍ଷେତକୁ ଗଲେ। ସେମାନଙ୍କର ଯୋଜନା ଅନୁସାରେ ସେ ଦାଉଦଙ୍କୁ ସାକ୍ଷାତ କରିବାକୁ ଗଲେ। ଯୋନାଥନ ତାଙ୍କ ସହିତ ଏକ ଛୋଟ ବାଳକକୁ ମଧ୍ୟ ନେଲେ। Viz kapitola |