1 ଶାମୁୟେଲ 20:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତହିଁରେ ଯୋନାଥନ କହିଲା, “ତାହା ତୁମ୍ଭଠାରୁ ଦୂର ହେଉ; କାରଣ ତୁମ୍ଭ ପ୍ରତି ଅମଙ୍ଗଳ ଘଟଣା ମୋʼ ପିତାଙ୍କ ଦ୍ୱାରା ସ୍ଥିର ହୋଇଥିବାର ଯେବେ ମୁଁ ଜାଣିବି, ତେବେ ମୁଁ କି ତାହା ତୁମ୍ଭକୁ କହିବି ନାହିଁ?” Viz kapitolaପବିତ୍ର ବାଇବଲ (Re-edited) - (BSI)9 ତହିଁରେ ଯୋନାଥନ କହିଲା, ତାହା ତୁମ୍ଭଠାରୁ ଦୂର ହେଉ; କାରଣ ତୁମ୍ଭ ପ୍ରତି ଅମଙ୍ଗଳ ଘଟଣା ମୋʼ ପିତାଙ୍କ ଦ୍ଵାରା ସ୍ଥିର ହୋଇଥିବାର ଯେବେ ମୁଁ ଜାଣିବି, ତେବେ ମୁଁ କି ତାହା ତୁମ୍ଭକୁ କହିବି ନାହିଁ? Viz kapitolaଓଡିଆ ବାଇବେଲ9 ତହିଁରେ ଯୋନାଥନ କହିଲା, ତାହା ତୁମ୍ଭଠାରୁ ଦୂର ହେଉ; କାରଣ ତୁମ୍ଭ ପ୍ରତି ଅମଙ୍ଗଳ ଘଟଣା ମୋ’ ପିତାଙ୍କ ଦ୍ୱାରା ସ୍ଥିର ହୋଇଥିବାର ଯେବେ ମୁଁ ଜାଣିବି, ତେବେ ମୁଁ କି ତାହା ତୁମ୍ଭକୁ କହିବି ନାହିଁ ? Viz kapitolaପବିତ୍ର ବାଇବଲ9 ଯୋନାଥନ କହିଲେ, “କଦାପି ନୁହେଁ। ଯଦି ମୁଁ ଏହା ଜାଣେ ଯେ ମୋର ବାପା ତୁମ୍ଭକୁ ମାରିବାକୁ ଯୋଜନା କରିଛନ୍ତି ତେବେ ମୁଁ ତୁମ୍ଭକୁ ସତର୍କ କରାଇ ଦେବି।” Viz kapitola |