1 ଶାମୁୟେଲ 21:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତହିଁରେ ଆଖୀଶ୍ର ଦାସମାନେ ତାକୁ କହିଲେ, “ଏହି ଦାଉଦ କି ଦେଶର ରାଜା ନୁହନ୍ତି? ପୁଣି, ଲୋକମାନେ ତାଙ୍କ ବିଷୟରେ ନୃତ୍ୟ କରି କି ପରସ୍ପର କହି ନ ଥିଲେ, ‘ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ?’” Viz kapitolaପବିତ୍ର ବାଇବଲ (Re-edited) - (BSI)11 ତହିଁରେ ଆଖୀଶ୍ର ଦାସମାନେ ତାକୁ କହିଲେ, ଏହି ଦାଉଦ କି ଦେଶର ରାଜା ନୁହନ୍ତି? ପୁଣି ଲୋକମାନେ ତାଙ୍କ ବିଷୟରେ ନୃତ୍ୟ କରି କି ପରସ୍ପର କହି ନ ଥିଲେ, ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ? Viz kapitolaଓଡିଆ ବାଇବେଲ11 ତହିଁରେ ଆଖୀଶ୍ର ଦାସମାନେ ତାକୁ କହିଲେ, ଏହି ଦାଉଦ କି ଦେଶର ରାଜା ନୁହନ୍ତି ? ପୁଣି, ଲୋକମାନେ ତାଙ୍କ ବିଷୟରେ ନୃତ୍ୟ କରି କି ପରସ୍ପର କହି ନ ଥିଲେ, ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ ? Viz kapitolaପବିତ୍ର ବାଇବଲ11 ଆଖୀଶ୍ଙ୍କର ଦାସମାନେ ଏହାକୁ ପସନ୍ଦ କଲେ ନାହିଁ। ସେମାନେ କହିଲେ, “ଦାଉଦ ହେଉଛନ୍ତି ଇସ୍ରାଏଲ ଭୂଖଣ୍ତର ରାଜା। ଇସ୍ରାଏଲର ଲୋକମାନେ ତାଙ୍କ ବିଷୟରେ ନାଚି ନାଚି ଗୀତ ଗାଇ ଏହା କହିଲେ। ସେ ଲୋକମାନେ ଦାଉଦଙ୍କ ବିଷୟରେ ପରସ୍ପର ନାଚକରି କହିଥିଲେ, “ଶାଉଲ ହତ୍ୟା କଲେ ସହସ୍ର ସହସ୍ର ଦାଉଦ ହତ୍ୟା କଲେ ଅୟୁତ ଅୟୁତ” Viz kapitola |