1 ଶାମୁୟେଲ 21:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏଥିରେ ଦାଉଦ ଅହୀମେଲକ୍ ଯାଜକକୁ କହିଲେ, “ରାଜା ମୋତେ ଗୋଟିଏ କାର୍ଯ୍ୟ କରିବାକୁ ଆଜ୍ଞା କରିଅଛନ୍ତି ଓ ମୋତେ କହିଅଛନ୍ତି, ‘ଯେଉଁ କାର୍ଯ୍ୟ ନିମନ୍ତେ ମୁଁ ତୁମ୍ଭକୁ ପଠାଏ ଓ ମୁଁ ତୁମ୍ଭକୁ ଯାହା ଆଜ୍ଞା କରିଅଛି, ସେହି ବିଷୟ କେହି କିଛି ନ ଜାଣୁ;’ ଆଉ ମୁଁ ଯୁବାମାନଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନମାନଙ୍କରେ ନିଯୁକ୍ତ କରିଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଏଥିରେ ଦାଉଦ ଅହୀମେଲକ୍ ଯାଜକକୁ କହିଲେ, ରାଜା ମୋତେ ଗୋଟିଏ କାର୍ଯ୍ୟ କରିବାକୁ ଆଜ୍ଞା କରିଅଛନ୍ତି ଓ ମୋତେ କହିଅଛନ୍ତି, ଯେଉଁ କାର୍ଯ୍ୟ ନିମନ୍ତେ ମୁଁ ତୁମ୍ଭକୁ ପଠାଏ ଓ ମୁଁ ତୁମ୍ଭକୁ ଯାହା ଆଜ୍ଞା କରିଅଛି, ସେହି ବିଷୟ କେହି କିଛି ନ ଜାଣୁ; ଆଉ ମୁଁ ଯୁବାମାନଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନମାନଙ୍କରେ ନିଯୁକ୍ତ କରିଅଛି। Viz kapitolaଓଡିଆ ବାଇବେଲ2 ଏଥିରେ ଦାଉଦ ଅହୀମେଲକ୍ ଯାଜକକୁ କହିଲେ, ରାଜା ମୋତେ ଗୋଟିଏ କାର୍ଯ୍ୟ କରିବାକୁ ଆଜ୍ଞା କରିଅଛନ୍ତି ଓ ମୋତେ କହିଅଛନ୍ତି, ଯେଉଁ କାର୍ଯ୍ୟ ନିମନ୍ତେ ମୁଁ ତୁମ୍ଭକୁ ପଠାଏ ଓ ମୁଁ ତୁମ୍ଭକୁ ଯାହା ଆଜ୍ଞା କରିଅଛି, ସେହି ବିଷୟ କେହି କିଛି ନ ଜାଣୁ; ଆଉ ମୁଁ ଯୁବାମାନଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନମାନଙ୍କରେ ନିଯୁକ୍ତ କରିଅଛି। Viz kapitolaପବିତ୍ର ବାଇବଲ2 ଦାଉଦ ଅହୀମେଲକକୁ କହିଲେ, “ରାଜା ମୋତେ ଏକ ଗୁରୁତର ଆଦେଶ ସହ ପଠାଇଛନ୍ତି। ସେ ମୋତେ କହିଲେ, ‘ଏ ଅଭିଯାନ ଆଉ କାହାକୁ ଜଣାଇବ ନାହିଁ। ମୁଁ ତୁମ୍ଭକୁ ଯାହା କରିବାକୁ କହିଲି, କୌଣସି ଲୋକ ଏ କଥା ଜାଣିବା ଉଚିତ୍ ନୁହେଁ।’ କେଉଁଠାରେ ମୋତେ ଦେଖା କରିବା ପାଇଁ ମୁଁ ମୋ’ ଲୋକମାନଙ୍କୁ କହିଛି। Viz kapitola |