1 ଶାମୁୟେଲ 21:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହୁଁ ଦାଉଦ ଯାଜକକୁ ଉତ୍ତର ଦେଇ କହିଲେ, “ପ୍ରକୃତରେ ଊଣାଧିକ ଏହି ତିନି ଦିନ ହେଲା, ସ୍ତ୍ରୀମାନେ ଆମ୍ଭମାନଙ୍କଠାରୁ ପୃଥକୀକୃତ ହୋଇଅଛନ୍ତି, ଏ କେବଳ ସାମାନ୍ୟ ଯାତ୍ରା ହେଲେ ହେଁ, ମୁଁ ବାହାରିବା ବେଳେ ଯୁବାମାନଙ୍କ ପାତ୍ର ପବିତ୍ର ଥିଲା; ତେବେ ଆଜି ସେମାନଙ୍କ ପାତ୍ର କେତେ ଅଧିକ ପବିତ୍ର ନ ଥିବ?” Viz kapitolaପବିତ୍ର ବାଇବଲ (Re-edited) - (BSI)5 ତହୁଁ ଦାଉଦ ଯାଜକକୁ ଉତ୍ତର ଦେଇ କହିଲେ, ପ୍ରକୃତରେ ଊଣାଧିକ ଏହି ତିନି ଦିନ ହେଲା, ସ୍ତ୍ରୀମାନେ ଆମ୍ଭମାନଙ୍କଠାରୁ ପୃଥକୀକୃତ ହୋଇଅଛନ୍ତି, ଏ କେବଳ ସାମାନ୍ୟ ଯାତ୍ରା ହେଲେ ହେଁ, ମୁଁ ବାହାରିବା ବେଳେ ଯୁବାମାନଙ୍କ ପାତ୍ର ପବିତ୍ର ଥିଲା; ତେବେ ଆଜି ସେମାନଙ୍କ ପାତ୍ର କେତେ ଅଧିକ ପବିତ୍ର ନ ଥିବ? Viz kapitolaଓଡିଆ ବାଇବେଲ5 ତହୁଁ ଦାଉଦ ଯାଜକକୁ ଉତ୍ତର ଦେଇ କହିଲେ, ପ୍ରକୃତରେ ଊଣାଧିକ ଏହି ତିନି ଦିନ ହେଲା, ସ୍ତ୍ରୀମାନେ ଆମ୍ଭମାନଙ୍କଠାରୁ ପୃଥକୀକୃତ ହୋଇଅଛନ୍ତି, ଏ କେବଳ ସାମାନ୍ୟ ଯାତ୍ରା ହେଲେ ହେଁ, ମୁଁ ବାହାରିବା ବେଳେ ଯୁବାମାନଙ୍କ ପାତ୍ର ପବିତ୍ର ଥିଲା; ତେବେ ଆଜି ସେମାନଙ୍କ ପାତ୍ର କେତେ ଅଧିକ ପବିତ୍ର ନ ଥିବ ? Viz kapitolaପବିତ୍ର ବାଇବଲ5 ଦାଉଦ ଯାଜକଙ୍କୁ ଉତ୍ତର ଦେଲେ, “ଆମ୍ଭମାନଙ୍କର କୌଣସି ସ୍ତ୍ରୀଲୋକମାନଙ୍କ ସହିତ ଯୌନ ସମ୍ପର୍କ ନାହିଁ। ମୋର ଲୋକମାନେ ସର୍ବଦା ଶରୀରକୁ ପବିତ୍ର ରଖିଥା’ନ୍ତି। ଯେତେବେଳେ ଆମ୍ଭେ ଯୁଦ୍ଧକୁ ଯାଉ ଏପରିକି ସାଧାରଣ ଅଭିଯାନ ହେଲେ ବି ଏବଂ ଆଜି ତ ଏକ ସ୍ୱତନ୍ତ୍ର ଦିନ ଅଟେ, କାରଣ ଆମ୍ଭର ଅଭିଯାନ ଆଜି ବହୁତ ସ୍ୱତନ୍ତ୍ର।” Viz kapitola |