1 ଶାମୁୟେଲ 21:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେହି ଦିନ ଶାଉଲଙ୍କର ଦାସମାନଙ୍କ ମଧ୍ୟରୁ ଜଣେ ସଦାପ୍ରଭୁଙ୍କ ସମ୍ମୁଖରେ ଅଟକା ଯାଇଥିଲା; ତାହାର ନାମ ଇଦୋମୀୟ ଦୋୟେଗ୍, ସେ ଶାଉଲଙ୍କର ପଶୁପାଳକମାନଙ୍କ ମଧ୍ୟରେ ପ୍ରଧାନ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)7 ସେହିଦିନ ଶାଉଲଙ୍କର ଦାସମାନଙ୍କ ମଧ୍ୟରୁ ଜଣେ ସଦାପ୍ରଭୁଙ୍କ ସମ୍ମୁଖରେ ଅଟକା ଯାଇଥିଲା; ତାହାର ନାମ ଇଦୋମୀୟ ଦୋୟେଗ, ସେ ଶାଉଲଙ୍କର ପଶୁପାଳକ-ମାନଙ୍କ ମଧ୍ୟରେ ପ୍ରଧାନ ଥିଲା। Viz kapitolaଓଡିଆ ବାଇବେଲ7 ସେହିଦିନ ଶାଉଲଙ୍କର ଦାସମାନଙ୍କ ମଧ୍ୟରୁ ଜଣେ ସଦାପ୍ରଭୁଙ୍କ ସମ୍ମୁଖରେ ଅଟକା ଯାଇଥିଲା; ତାହାର ନାମ ଇଦୋମୀୟ ଦୋୟେଗ୍, ସେ ଶାଉଲଙ୍କର ପଶୁପାଳକମାନଙ୍କ ମଧ୍ୟରେ ପ୍ରଧାନ ଥିଲା। Viz kapitolaପବିତ୍ର ବାଇବଲ7 ସେଦିନ ଶାଉଲଙ୍କ ଦାସମାନଙ୍କ ମଧ୍ୟରୁ ଜଣେ ଦାସ ସେଠାରେ ଥିଲା। ସେ ଥିଲେ ଇଦୋମୀୟ ଦୋୟେଗ। ଦୋୟେଗ ଥିଲା ଶାଉଲଙ୍କର ପଶୁପାଳକମାନଙ୍କର ମୁଖ୍ୟ। ଦୋୟେଗଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଅଟକାଇ ରଖା ଯାଇଥିଲା। Viz kapitola |