1 ଶାମୁୟେଲ 22:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଥିରେ ଶାଉଲ କହିଲେ, “ହେ ଅହୀଟୂବ୍ର ପୁତ୍ର, ତୁମ୍ଭେ ଶୁଣ।” ସେ ଉତ୍ତର କଲା, “ହେ ମୋହର ପ୍ରଭୋ, ମୁଁ ଏଠାରେ ଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)12 ଏଥିରେ ଶାଉଲ କହିଲେ, ହେ ଅହୀଟୂବର ପୁତ୍ର, ତୁମ୍ଭେ ଶୁଣ। ସେ ଉତ୍ତର କଲା, ହେ ମୋହର ପ୍ରଭୋ, ମୁଁ ଏଠାରେ ଅଛି। Viz kapitolaଓଡିଆ ବାଇବେଲ12 ଏଥିରେ ଶାଉଲ କହିଲେ, ହେ ଅହୀଟୂବର ପୁତ୍ର, ତୁମ୍ଭେ ଶୁଣ। ସେ ଉତ୍ତର କଲା, ହେ ମୋହର ପ୍ରଭୁ, ମୁଁ ଏଠାରେ ଅଛି। Viz kapitolaପବିତ୍ର ବାଇବଲ12 ଏଥିରେ ଶାଉଲ କହିଲେ, “ହେ ଅହୀଟୂବର ପୁତ୍ର, ତୁମ୍ଭେ ଶୁଣ,” ସେ ଉତ୍ତର ଦେଲେ, “ହେ ମୋର ପ୍ରଭୁ ମୁଁ ଏଠାରେ ଅଛି।” Viz kapitola |