Online Bible

- Reklamy -




1 ଶାମୁୟେଲ 22:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପୁଣି, ଶାଉଲ ତାହାକୁ କହିଲେ, “ତୁମ୍ଭେ ଓ ଯିଶୀର ପୁତ୍ର କାହିଁକି ମୋʼ ବିରୁଦ୍ଧରେ କୁମନ୍ତ୍ରଣା କରିଅଛ? ଆଜିର ପରି ଯିଶୀର ପୁତ୍ର ମୋʼ ବିରୁଦ୍ଧରେ ଉଠି ଛକି ବସିବା ପାଇଁ ତୁମ୍ଭେ ତ ତାହାକୁ ରୁଟି ଓ ଖଡ୍ଗ ଦେଇଅଛ ଓ ପରମେଶ୍ୱରଙ୍କ ନିକଟରେ ତାହା ପାଇଁ ପଚାରିଅଛ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ପୁଣି ଶାଉଲ ତାହାକୁ କହିଲେ, ତୁମ୍ଭେ ଓ ଯିଶୀର ପୁତ୍ର କାହିଁକି ମୋʼ ବିରୁଦ୍ଧରେ କୁମନ୍ତ୍ରଣା କରିଅଛ? ଆଜିର ପରି ଯିଶୀର ପୁତ୍ର ମୋʼ ବିରୁଦ୍ଧରେ ଉଠି ଛକି ବସିବା ପାଇଁ ତୁମ୍ଭେ ତ ତାହାକୁ ରୋଟୀ ଓ ଖଡ଼୍‍ଗ ଦେଇଅଛ ଓ ସଦାପ୍ରଭୁଙ୍କ ନିକଟରେ ତାହା ପାଇଁ ପଚାରିଅଛ।

Viz kapitola kopírovat

ଓଡିଆ ବାଇବେଲ

13 ପୁଣି, ଶାଉଲ ତାହାକୁ କହିଲେ, ତୁମ୍ଭେ ଓ ଯିଶୀର ପୁତ୍ର କାହିଁକି ମୋ’ ବିରୁଦ୍ଧରେ କୁମନ୍ତ୍ରଣା କରିଅଛ ? ଆଜିର ପରି ଯିଶୀର ପୁତ୍ର ମୋ’ ବିରୁଦ୍ଧରେ ଉଠି ଛକି ବସିବା ପାଇଁ ତୁମ୍ଭେ ତ ତାହାକୁ ରୁଟି ଓ ଖଡ୍ଗ ଦେଇଅଛ ଓ ପରମେଶ୍ୱରଙ୍କ ନିକଟରେ ତାହା ପାଇଁ ପଚାରିଅଛ।

Viz kapitola kopírovat

ପବିତ୍ର ବାଇବଲ

13 ପୁଣି ଶାଉଲ ତାଙ୍କୁ କହିଲେ, “ତୁମ୍ଭେ ଓ ଯିଶୀର ପୁତ୍ର କାହିଁକି ମୋ’ ବିରୁଦ୍ଧରେ କୁମନ୍ତ୍ରଣା କରିଅଛ? ଆଜି ଯିଶୀର ପୁତ୍ର ମୋ’ ବିରୁଦ୍ଧରେ ଉଠି ଓଗାଳି ବସିବା ପାଇଁ ତୁମ୍ଭେ ତ ତାହାକୁ ରୋଟୀ ଓ ଖଣ୍ତା ଦେଇଅଛ ଓ ପରମେଶ୍ୱରଙ୍କ ନିକଟରେ ତା’ ପାଇଁ ପ୍ରାର୍ଥନା କରିଅଛ।”

Viz kapitola kopírovat




1 ଶାମୁୟେଲ 22:13

Následuj nás:

Reklamy


Reklamy