Online Bible

- Reklamy -




1 ଶାମୁୟେଲ 22:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ତହୁଁ ଦାଉଦ ଅବୀୟାଥରକୁ କହିଲେ, “ଇଦୋମୀୟ ଦୋୟେଗ୍‍ ସେଠାରେ ଥିବା ବେଳେ ମୁଁ ସେହି ଦିନ ଜାଣିଲି ଯେ, ସେ ନିଶ୍ଚୟ ଶାଉଲଙ୍କୁ ଜଣାଇବ; ମୁଁ ତୁମ୍ଭ ପିତୃଗୃହସ୍ଥ ସମସ୍ତ ପ୍ରାଣୀଙ୍କର ମୃତ୍ୟୁୁ ଘଟାଇଅଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ତହୁଁ ଦାଉଦ ଅବୀୟାଥରକୁ କହିଲେ, ଇଦୋମୀୟ ଦୋୟେଗ୍ ସେଠାରେ ଥିବା ବେଳେ ମୁଁ ସେହିଦିନ ଜାଣିଲି ଯେ, ସେ ନିଶ୍ଚୟ ଶାଉଲଙ୍କୁ ଜଣାଇବ; ମୁଁ ତୁମ୍ଭ ପିତୃଗୃହସ୍ଥ ସମସ୍ତ ପ୍ରାଣୀଙ୍କର ମୃତ୍ୟୁ ଘଟାଇଅଛି।

Viz kapitola kopírovat

ଓଡିଆ ବାଇବେଲ

22 ତହୁଁ ଦାଉଦ ଅବୀୟାଥରକୁ କହିଲେ, ଇଦୋମୀୟ ଦୋୟେଗ୍‍ ସେଠାରେ ଥିବା ବେଳେ ମୁଁ ସେହିଦିନ ଜାଣିଲି ଯେ, ସେ ନିଶ୍ଚୟ ଶାଉଲଙ୍କୁ ଜଣାଇବ; ମୁଁ ତୁମ୍ଭ ପିତୃଗୃହସ୍ଥ ସମସ୍ତ ପ୍ରାଣୀଙ୍କର ମୃତ୍ୟୁୁ ଘଟାଇଅଛି।

Viz kapitola kopírovat

ପବିତ୍ର ବାଇବଲ

22 ଦାଉଦ ଅବିୟାଥରକୁ କହିଲେ, “ଇଦୋମୀୟ ଦୋୟେଗ ସେଠାରେ ଉପସ୍ଥିତ ଥିବା ବେଳେ ମୁଁ ସେହି ଦିନ ଜାଣିଥିଲି ଯେ, ସେ ନିଶ୍ଚୟ ଶାଉଲଙ୍କୁ ଜଣାଇବ, ତୁମ୍ଭ ପିତୃଗୃହସ୍ଥ ସମସ୍ତଙ୍କୁ ହତ୍ୟା କରାଯାଇଛି ଏବଂ ମୁଁ ସେମାନଙ୍କର ମୃତ୍ୟୁର ଦାୟୀଅଟେ।

Viz kapitola kopírovat




1 ଶାମୁୟେଲ 22:22

Následuj nás:

Reklamy


Reklamy