1 ଶାମୁୟେଲ 22:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଥିମଧ୍ୟରେ ଭବିଷ୍ୟଦ୍ବକ୍ତା ଗାଦ୍ ଦାଉଦଙ୍କୁ କହିଲା, “ଏହି ଦୁର୍ଗମ ସ୍ଥାନରେ ନ ରୁହ; ପ୍ରସ୍ଥାନ କରି ଯିହୁଦା ଦେଶକୁ ଯାଅ।” ତେବେ ଦାଉଦ ପ୍ରସ୍ଥାନ କରି ହେରତ୍ ବଣରେ ଉପସ୍ଥିତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଏଥି ମଧ୍ୟରେ ଭବିଷ୍ୟଦ୍ବକ୍ତା ଗାଦ୍ ଦାଉଦଙ୍କୁ କହିଲା, ଏହି ଦୁର୍ଗମ ସ୍ଥାନରେ ନ ରୁହ; ପ୍ରସ୍ଥାନ କରି ଯିହୁଦା ଦେଶକୁ ଯାଅ। ତେବେ ଦାଉଦ ପ୍ରସ୍ଥାନ କରି ହେରତ୍ ବଣରେ ଉପସ୍ଥିତ ହେଲେ। Viz kapitolaଓଡିଆ ବାଇବେଲ5 ଏଥି ମଧ୍ୟରେ ଭବିଷ୍ୟଦ୍ବକ୍ତା ଗାଦ୍ ଦାଉଦଙ୍କୁ କହିଲା, ଏହି ଦୁର୍ଗମ ସ୍ଥାନରେ ନ ରୁହ; ପ୍ରସ୍ଥାନ କରି ଯିହୁଦା ଦେଶକୁ ଯାଅ। ତେବେ ଦାଉଦ ପ୍ରସ୍ଥାନ କରି ହେରତ୍ ବଣରେ ଉପସ୍ଥିତ ହେଲେ। Viz kapitolaପବିତ୍ର ବାଇବଲ5 କିନ୍ତୁ ଭବିଷ୍ୟଦ୍ବକ୍ତା ଗାଦ୍ ଦାଉଦଙ୍କୁ କହିଲେ, “ତୁମ୍ଭେ ଏହି ଦୁର୍ଗରେ ରୁହ ନାହିଁ। ତୁମ୍ଭେ ଯିହୁଦାକୁ ଯାଅ।” ତେଣୁ ଦାଉଦ ସେସ୍ଥାନ ପରିତ୍ୟାଗ କରି ହେରତ୍ ବଣକୁ ଗଲେ। Viz kapitola |