1 ଶାମୁୟେଲ 23:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତହୁଁ ଦାଉଦ ଓ ତାଙ୍କର ଊଣାଧିକ ଛଅ ଶହ ଲୋକ ଉଠି କିୟୀଲାରୁ ପ୍ରସ୍ଥାନ କଲେ ଓ ଯେଉଁଠାକୁ ଯାଇ ପାରିଲେ, ସେଠାକୁ ଗଲେ। ଏଥିରେ ଦାଉଦ କିୟୀଲାରୁ ପଳାଇ ଯାଇଅଛି ବୋଲି ଶାଉଲଙ୍କୁ କୁହାଗଲା; ତେଣୁ ସେ ଯିବାରୁ କ୍ଷାନ୍ତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ତହୁଁ ଦାଉଦ ଓ ତାଙ୍କର ଊଣାଧିକ ଛଅ ଶହ ଲୋକ ଉଠି କିୟୀଲାରୁ ପ୍ରସ୍ଥାନ କଲେ ଓ ଯେଉଁଠାକୁ ଯାଇ ପାରିଲେ, ସେଠାକୁ ଗଲେ। ଏଥିରେ ଦାଉଦ କିୟୀଲାରୁ ପଳାଇ ଯାଇଅଛି ବୋଲି ଶାଉଲଙ୍କୁ କୁହାଗଲା; ତେଣୁ ସେ ଯିବାରୁ କ୍ଷା; ହେଲେ। Viz kapitolaଓଡିଆ ବାଇବେଲ13 ତହୁଁ ଦାଉଦ ଓ ତାଙ୍କର ଊଣାଧିକ ଛଅ ଶହ ଲୋକ ଉଠି କିୟୀଲାରୁ ପ୍ରସ୍ଥାନ କଲେ ଓ ଯେଉଁଠାକୁ ଯାଇ ପାରିଲେ, ସେଠାକୁ ଗଲେ। ଏଥିରେ ଦାଉଦ କିୟୀଲାରୁ ପଳାଇ ଯାଇଅଛି ବୋଲି ଶାଉଲଙ୍କୁ କୁହାଗଲା; ତେଣୁ ସେ ଯିବାରୁ କ୍ଷାନ୍ତ ହେଲେ। Viz kapitolaପବିତ୍ର ବାଇବଲ13 ତେଣୁ ଦାଉଦ ଓ ତାଙ୍କର ଲୋକମାନେ କିୟୀଲା ପରିତ୍ୟାଗ କରି ଗ୍ଭଲିଗଲେ। ପ୍ରାୟ 600 ଲୋକ ଦାଉଦଙ୍କ ସାଥୀରେ ଗ୍ଭଲିଗଲେ। ଦାଉଦର ଲୋକମାନେ ଏଣେ ତେଣେ ବୁଲିବାକୁ ଲାଗିଲେ। ଶାଉଲ ଜାଣିଲେ ଦାଉଦ କିୟୀଲା ଛାଡ଼ି ପଳାୟନ କରିଛି। ତେଣୁ ଶାଉଲ ସେହି ସହରକୁ ଗଲେ ନାହିଁ। Viz kapitola |