1 ଶାମୁୟେଲ 23:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏହେତୁ ହେ ମହାରାଜ, ଆପଣଙ୍କ ଆଗମନର ସମସ୍ତ ମନୋବାଞ୍ଛାନୁସାରେ ଆସନ୍ତୁ, ପୁଣି, ମହାରାଜଙ୍କ ହସ୍ତରେ ତାହାକୁ ସମର୍ପଣ କରିବା ଭାର ଆମ୍ଭମାନଙ୍କର।” Viz kapitolaପବିତ୍ର ବାଇବଲ (Re-edited) - (BSI)20 ଏହେତୁ ହେ ମହାରାଜ, ଆପଣଙ୍କ ଆଗମନର ସମସ୍ତ ମନୋବାଞ୍ଛାନୁସାରେ ଆସନ୍ତୁ, ପୁଣି ମହାରାଜଙ୍କ ହସ୍ତରେ ତାହାକୁ ସମର୍ପଣ କରିବା ଭାର ଆମ୍ଭମାନଙ୍କର। Viz kapitolaଓଡିଆ ବାଇବେଲ20 ଏହେତୁ ହେ ମହାରାଜ, ଆପଣଙ୍କ ଆଗମନର ସମସ୍ତ ମନୋବାଞ୍ଛାନୁସାରେ ଆସନ୍ତୁ, ପୁଣି, ମହାରାଜଙ୍କ ହସ୍ତରେ ତାହାକୁ ସମର୍ପଣ କରିବା ଭାର ଆମ୍ଭମାନଙ୍କର। Viz kapitolaପବିତ୍ର ବାଇବଲ20 ମହାରାଜ, ବର୍ତ୍ତମାନ ଆପଣ ସମସ୍ତ ମନୋବାଞ୍ଛାନୁସାରେ ଆସନ୍ତୁ ରାଜାଙ୍କ ହସ୍ତ ଦାଉଦଙ୍କୁ ସମର୍ପଣ କରିବା ଦାୟିତ୍ୱ ଆମ୍ଭର।” Viz kapitola |