1 ଶାମୁୟେଲ 23:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତେଣୁ ଦାଉଦ ସଦାପ୍ରଭୁଙ୍କୁ ପୁନର୍ବାର ପଚାରିଲେ। ତହିଁରେ ସଦାପ୍ରଭୁ ଉତ୍ତର ଦେଇ କହିଲେ, “ଉଠ, କିୟୀଲାକୁ ଯାଅ; କାରଣ ଆମ୍ଭେ ପଲେଷ୍ଟୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା।” Viz kapitolaପବିତ୍ର ବାଇବଲ (Re-edited) - (BSI)4 ତେଣୁ ଦାଉଦ ସଦାପ୍ରଭୁଙ୍କୁ ପୁନର୍ବାର ପଚାରିଲେ। ତହିଁରେ ସଦାପ୍ରଭୁ ଉତ୍ତର ଦେଇ କହିଲେ, ଉଠ, କିୟୀଲାକୁ ଯାଅ; କାରଣ ଆମ୍ଭେ ପଲେଷ୍ଟୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା। Viz kapitolaଓଡିଆ ବାଇବେଲ4 ତେଣୁ ଦାଉଦ ସଦାପ୍ରଭୁଙ୍କୁ ପୁନର୍ବାର ପଚାରିଲେ। ତହିଁରେ ସଦାପ୍ରଭୁ ଉତ୍ତର ଦେଇ କହିଲେ, ଉଠ, କିୟୀଲାକୁ ଯାଅ; କାରଣ ଆମ୍ଭେ ପଲେଷ୍ଟୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା। Viz kapitolaପବିତ୍ର ବାଇବଲ4 ଦାଉଦ ସଦାପ୍ରଭୁଙ୍କୁ ପୁନର୍ବାର ପଗ୍ଭରିଲେ, ତହିଁରେ ସଦାପ୍ରଭୁ ଉତ୍ତର ଦେଇ କହିଲେ, “ଉଠ, କିୟୀଲାକୁ ଯାଅ। କାରଣ, ଆମ୍ଭେ ତୁମ୍ଭର ସହାୟକ। ଆମ୍ଭେ ପଲେଷ୍ଟୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା।” Viz kapitola |