1 ଶାମୁୟେଲ 24:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଶାଉଲ ପଲେଷ୍ଟୀୟମାନଙ୍କ ପଶ୍ଚାଦ୍ଗମନରୁ ଫେରନ୍ତେ, ଲୋକମାନେ ତାଙ୍କୁ ଜଣାଇ କହିଲେ, ଦେଖନ୍ତୁ, ଦାଉଦ ଐନଗଦୀସ୍ଥ ପ୍ରାନ୍ତରରେ ଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଶାଉଲ ପଲେଷ୍ଟୀୟମାନଙ୍କ ପଶ୍ଚାଦ୍-ଗମନରୁ ଫେରନ୍ତେ, ଲୋକମାନେ ତାଙ୍କୁ ଜଣାଇ କହିଲେ, ଦେଖନ୍ତୁ, ଦାଉଦ ଐନଗଦୀସ୍ଥ ପ୍ରାନ୍ତରରେ ଅଛି। Viz kapitolaଓଡିଆ ବାଇବେଲ1 ଏଥିଉତ୍ତାରେ ଶାଉଲ ପଲେଷ୍ଟୀୟମାନଙ୍କ ପଶ୍ଚାଦ୍ଗମନରୁ ଫେରନ୍ତେ, ଲୋକମାନେ ତାଙ୍କୁ ଜଣାଇ କହିଲେ, ଦେଖନ୍ତୁ, ଦାଉଦ ଐନଗଦୀସ୍ଥ ପ୍ରାନ୍ତରରେ ଅଛି। Viz kapitolaପବିତ୍ର ବାଇବଲ1 ଏହା ପରେ ଶାଉଲ ପଲେଷ୍ଟୀୟମାନଙ୍କ ପଶ୍ଚାଦ୍ଗମନରୁ ଫେରିଲା ପରେ ଲୋକମାନେ ଶାଉଲଙ୍କୁ କହିଲେ ଯେ, “ଦାଉଦ ଐନଗଦୀସ୍ଥ ମରୁଭୂମିରେ ଅଛି।” Viz kapitola |