Online Bible

- Reklamy -




1 ଶାମୁୟେଲ 24:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆହୁରି ମୋହର ପିତା, ଦେଖନ୍ତୁ, ହଁ, ମୋର ହାତରେ ଆପଣଙ୍କ ଚୋଗାଧଡ଼ି ଦେଖନ୍ତୁ; ମୁଁ ଯେ ଆପଣଙ୍କ ଚୋଗାଧଡ଼ି କାଟିଲି, ମାତ୍ର ଆପଣଙ୍କୁ ବଧ ନ କଲି, ଏଥିରୁ ଆପଣ ବୁଝନ୍ତୁ ଓ ଦେଖନ୍ତୁ ଯେ, ମୋʼ ହାତରେ କିଛି ମନ୍ଦ ବା ଅଧର୍ମ ନାହିଁ, ଆପଣ ମୋʼ ପ୍ରାଣକୁ ଧରିବା ପାଇଁ ଅନ୍ୱେଷଣ କଲେ ହେଁ ମୁଁ ଆପଣଙ୍କ ବିରୁଦ୍ଧରେ ପାପ କରି ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ଆହୁରି ମୋହର ପିତା, ଦେଖନ୍ତୁ, ହଁ, ମୋର ହାତରେ ଆପଣଙ୍କ ଚୋଗାଧଡ଼ି ଦେଖନ୍ତୁ; ମୁଁ ଯେ ଆପଣଙ୍କ ଚୋଗା ଧଡ଼ି କାଟିଲି, ମାତ୍ର ଆପଣଙ୍କୁ ବଧ ନ କଲି, ଏଥିରୁ ଆପଣ ବୁଝନ୍ତୁ ଓ ଦେଖନ୍ତୁ ଯେ, ମୋʼ ହାତରେ କିଛି ମନ୍ଦ ବା ଅଧର୍ମ ନାହିଁ, ଆପଣ ମୋʼ ପ୍ରାଣକୁ ଧରିବା ପାଇଁ ଅନ୍ଵେଷଣ କଲେ ହେଁ ମୁଁ ଆପଣଙ୍କ ବିରୁଦ୍ଧରେ ପାପ କରି ନାହିଁ।

Viz kapitola kopírovat

ଓଡିଆ ବାଇବେଲ

11 ଆହୁରି ମୋହର ପିତା, ଦେଖନ୍ତୁ, ହଁ, ମୋର ହାତରେ ଆପଣଙ୍କ ଚୋଗାଧଡ଼ି ଦେଖନ୍ତୁ; ମୁଁ ଯେ ଆପଣଙ୍କ ଚୋଗା ଧଡ଼ି କାଟିଲି, ମାତ୍ର ଆପଣଙ୍କୁ ବଧ ନ କଲି, ଏଥିରୁ ଆପଣ ବୁଝନ୍ତୁ ଓ ଦେଖନ୍ତୁ ଯେ, ମୋ’ ହାତରେ କିଛି ମନ୍ଦ ବା ଅଧର୍ମ ନାହିଁ, ଆପଣ ମୋ’ ପ୍ରାଣକୁ ଧରିବା ପାଇଁ ଅନ୍ୱେଷଣ କଲେ ହେଁ ମୁଁ ଆପଣଙ୍କ ବିରୁଦ୍ଧରେ ପାପ କରି ନାହିଁ।

Viz kapitola kopírovat

ପବିତ୍ର ବାଇବଲ

11 ଦେଖ, ମୋ’ ହାତରେ ଥିବା ଲୁଗା ଖଣ୍ଡକୁ। ମୁଁ ଏହାକୁ ତୁମ୍ଭ ଲୁଗା ଧଡ଼ିରୁ କାଟିଅଛି। ମୁଁ ତୁମ୍ଭକୁ ମାରି ପାରିଥା’ନ୍ତି କିନ୍ତୁ ମୁଁ ମାରି ନାହିଁ। ମୁଁ ତୁମ୍ଭକୁ ବର୍ତ୍ତମାନ ବୁଝିବାକୁ ଦେଉଛି। ମୁଁ ତୁମ୍ଭକୁ ଜଣାଇ ଦେବାକୁ ଗ୍ଭହୁଁଛି ଯେ ମୁଁ ତୁମ୍ଭକୁ ମାରିବା ପାଇଁ ଯୋଜନା କରି ନ ଥିଲି। ମୁଁ ତୁମ୍ଭ ପ୍ରତି କେବେ ଅନ୍ୟାୟ କରି ନାହିଁ। କିନ୍ତୁ ତୁମ୍ଭେ ମୋତେ ଆଘାତ କରିଅଛ ଏବଂ ମାରିବାକୁ ମଧ୍ୟ ଗ୍ଭହିଁଅଛ।

Viz kapitola kopírovat




1 ଶାମୁୟେଲ 24:11

Následuj nás:

Reklamy


Reklamy