1 ଶାମୁୟେଲ 24:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ମନୁଷ୍ୟ ଆପଣା ଶତ୍ରୁକୁ ପାଇଲେ, ସେ କʼଣ ତାକୁ ଭଲରେ ଯିବାକୁ ଦେବ? ଏଣୁ ଆଜି ତୁମ୍ଭେ ମୋʼ ପ୍ରତି ଯାହା କରିଅଛ, ତହିଁ ଲାଗି ସଦାପ୍ରଭୁ ତୁମ୍ଭକୁ ଉତ୍ତମ ପୁରସ୍କାର ଦେଉନ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ମନୁଷ୍ୟ ଆପଣା ଶତ୍ରୁକୁ ପାଇଲେ, ସେ କʼଣ ତାକୁ ଭଲରେ ଯିବାକୁ ଦେବ? ଏଣୁ ଆଜି ତୁମ୍ଭେ ମୋʼ ପ୍ରତି ଯାହା କରିଅଛ, ତହିଁ ଲାଗି ସଦାପ୍ରଭୁ ତୁମ୍ଭକୁ ଉତ୍ତମ ପୁରସ୍କାର ଦେଉନ୍ତୁ। Viz kapitolaଓଡିଆ ବାଇବେଲ19 ମନୁଷ୍ୟ ଆପଣା ଶତ୍ରୁକୁ ପାଇଲେ, ସେ କ’ଣ ତାକୁ ଭଲରେ ଯିବାକୁ ଦେବ ? ଏଣୁ ଆଜି ତୁମ୍ଭେ ମୋ’ ପ୍ରତି ଯାହା କରିଅଛ, ତହିଁ ଲାଗି ସଦାପ୍ରଭୁ ତୁମ୍ଭକୁ ଉତ୍ତମ ପୁରସ୍କାର ଦେଉନ୍ତୁ। Viz kapitolaପବିତ୍ର ବାଇବଲ19 ଯେତେବେଳେ ଜଣେ ମନୁଷ୍ୟ ନିଜର ଶତ୍ରୁକୁ ପାଏ ସେ ତାକୁ ଭଲରେ ଯିବାକୁ ଦିଏ ନାହିଁ। ତା’ ପ୍ରତି ଉତ୍ତମ ବ୍ୟବହାର କରେ ନାହିଁ। ଏଣୁ ଆଜି ମୋ’ ପ୍ରତି ଯାହା ଉତ୍ତମ କରିଅଛ, ସଦାପ୍ରଭୁ ତୁମ୍ଭକୁ ଉତ୍ତମ ପୁରସ୍କାର ଦିଅନ୍ତୁ। Viz kapitola |