1 ଶାମୁୟେଲ 24:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏହେତୁ ଏବେ ସଦାପ୍ରଭୁଙ୍କ ନାମରେ ମୋର ନିକଟରେ ଶପଥ କର ଯେ, ତୁମ୍ଭେ ମୋʼ ଉତ୍ତାରେ ମୋହର ବଂଶକୁ ଉଚ୍ଛିନ୍ନ କରିବ ନାହିଁ ଓ ମୋହର ପିତୃଗୃହରୁ ମୋʼ ନାମ ଲୋପ କରିବ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)21 ଏହେତୁ ଏବେ ସଦାପ୍ରଭୁଙ୍କ ନାମରେ ମୋର ନିକଟରେ ଶପଥ କର ଯେ, ତୁମ୍ଭେ ମୋʼ ଉତ୍ତାରେ ମୋହର ବଂଶକୁ ଉଚ୍ଛିନ୍ନ କରିବ ନାହିଁ ଓ ମୋହର ପିତୃଗୃହରୁ ମୋʼ ନାମ ଲୋପ କରିବ ନାହିଁ। Viz kapitolaଓଡିଆ ବାଇବେଲ21 ଏହେତୁ ଏବେ ସଦାପ୍ରଭୁଙ୍କ ନାମରେ ମୋର ନିକଟରେ ଶପଥ କର ଯେ, ତୁମ୍ଭେ ମୋ’ ଉତ୍ତାରେ ମୋହର ବଂଶକୁ ଉଚ୍ଛିନ୍ନ କରିବ ନାହିଁ ଓ ମୋହର ପିତୃଗୃହରୁ ମୋ’ ନାମ ଲୋପ କରିବ ନାହିଁ। Viz kapitolaପବିତ୍ର ବାଇବଲ21 ମୋ’ ସମ୍ମୁଖରେ ତୁମ୍ଭେ ଏକ ପ୍ରତିଜ୍ଞା କର। ସଦାପ୍ରଭୁଙ୍କ ନାମରେ ପ୍ରତିଜ୍ଞା କର ଯେ ମୋର ମୃତ୍ୟୁ ପରେ ମଧ୍ୟ ତୁମ୍ଭେ ମୋର ବଂଶଧରକୁ ନିପାତ କରିବ ନାହିଁ ଓ ପ୍ରତିଜ୍ଞା କର ଯେ, ମୋର ପିତାଙ୍କର ପରିବାରରୁ ମୋର ନାମକୁ ଲୋପ କରିବ ନାହିଁ।” Viz kapitola |