1 ଶାମୁୟେଲ 24:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏସବୁ କଥା ଦ୍ୱାରା ଦାଉଦ ଆପଣା ଲୋକମାନଙ୍କୁ ଦମନ କଲେ ଓ ଶାଉଲଙ୍କ ପ୍ରତିକୂଳରେ ସେମାନଙ୍କୁ ଉଠିବାକୁ ଦେଲେ ନାହିଁ। ଏଉତ୍ତାରେ ଶାଉଲ ଗୁମ୍ଫାରୁ ବାହାରି ଆପଣା ପଥରେ ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଏସବୁ କଥା ଦ୍ଵାରା ଦାଉଦ ଆପଣା ଲୋକମାନଙ୍କୁ ଦମନ କଲେ ଓ ଶାଉଲଙ୍କ ପ୍ରତିକୂଳରେ ସେମାନଙ୍କୁ ଉଠିବାକୁ ଦେଲେ ନାହିଁ। ଏଉତ୍ତାରେ ଶାଉଲ ଗୁମ୍ପାରୁ ବାହାରି ଆପଣା ପଥରେ ଗଲେ। Viz kapitolaଓଡିଆ ବାଇବେଲ7 ଏସବୁ କଥା ଦ୍ୱାରା ଦାଉଦ ଆପଣା ଲୋକମାନଙ୍କୁ ଦମନ କଲେ ଓ ଶାଉଲଙ୍କ ପ୍ରତିକୂଳରେ ସେମାନଙ୍କୁ ଉଠିବାକୁ ଦେଲେ ନାହିଁ। ଏଉତ୍ତାରେ ଶାଉଲ ଗୁମ୍ଫାରୁ ବାହାରି ଆପଣା ପଥରେ ଗଲେ। Viz kapitolaପବିତ୍ର ବାଇବଲ7 ଦାଉଦ ତାଙ୍କର ଲୋକମାନଙ୍କୁ ଏପରି ଶାଉଲଙ୍କ ପଛରେ ଯିବା ବନ୍ଦ କରିବାକୁ ବାରଣ କଲେ ଏବଂ ତାଙ୍କୁ ବ୍ୟଥା ଅନୁଭବ କରିବା ଏବଂ ସେମାନଙ୍କୁ ଶାଉଲଙ୍କ ବିରୁଦ୍ଧରେ ଯିବା ଅଟକାଇଲେ। ଶାଉଲ ଗୁମ୍ଫାରୁ ବାହାରିଲେ ଓ ସେଠାରୁ ପଥଗମନ କଲେ। Viz kapitola |