1 ଶାମୁୟେଲ 24:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଦାଉଦ ମଧ୍ୟ ତହିଁ ଉତ୍ତାରେ ଉଠି ଗୁମ୍ଫାରୁ ବାହାରକୁ ଗଲେ ଓ ଶାଉଲଙ୍କର ପଛେ ଡାକି କହିଲେ, “ହେ ମୋହର ପ୍ରଭୋ, ମହାରାଜ।” ତହିଁରେ ଶାଉଲ ଆପଣା ପଛକୁ ଅନାନ୍ତେ, ଦାଉଦ ଭୂମିଷ୍ଠ ହୋଇ ପ୍ରଣାମ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଦାଉଦ ମଧ୍ୟ ତହିଁ ଉତ୍ତାରେ ଉଠି ଗୁମ୍ପାରୁ ବାହାରକୁ ଗଲେ ଓ ଶାଉଲଙ୍କର ପଛେ ଡାକି କହିଲେ, ହେ ମୋହର ପ୍ରଭୋ, ମହାରାଜ। ତହିଁରେ ଶାଉଲ ଆପଣା ପଛକୁ ଅନାନ୍ତେ, ଦାଉଦ ଭୂମିଷ୍ଠ ହୋଇ ପ୍ରଣାମ କଲେ। Viz kapitolaଓଡିଆ ବାଇବେଲ8 ଦାଉଦ ମଧ୍ୟ ତହିଁ ଉତ୍ତାରେ ଉଠି ଗୁମ୍ଫାରୁ ବାହାରକୁ ଗଲେ ଓ ଶାଉଲଙ୍କର ପଛେ ଡାକି କହିଲେ, ହେ ମୋହର ପ୍ରଭୁ, ମହାରାଜ। ତହିଁରେ ଶାଉଲ ଆପଣା ପଛକୁ ଅନାନ୍ତେ, ଦାଉଦ ଭୂମିଷ୍ଠ ହୋଇ ପ୍ରଣାମ କଲେ। Viz kapitolaପବିତ୍ର ବାଇବଲ8 ଦାଉଦ ଗୁମ୍ଫାରୁ ବାହାରିଲେ, ଶାଉଲଙ୍କୁ ପାଟି କରି କହିଲେ, “ହେ ମୋର ପ୍ରଭୁ ମହାରାଜ!” ଶାଉଲ ପଛକୁ ଗ୍ଭହିଁଲେ, ଦାଉଦ ନତମସ୍ତକ ହୋଇ ଭୂମିକୁ ଗ୍ଭହିଁ ରହିଲେ। Viz kapitola |