1 ଶାମୁୟେଲ 25:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏଥିରେ ଦାଉଦ ଆପଣା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଖଡ୍ଗ ବାନ୍ଧ।” ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଖଡ୍ଗ ବାନ୍ଧିଲେ ଓ ଦାଉଦ ହିଁ ଆପଣା ଖଡ୍ଗ ବାନ୍ଧିଲେ; ତହୁଁ ଦାଉଦଙ୍କର ପଛରେ ଊଣାଧିକ ଚାରି ଶହ ଲୋକ ଗମନ କଲେ; ପୁଣି, ଦୁଇ ଶହ ଲୋକ ସାମଗ୍ରୀ ପାଖରେ ରହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଏଥିରେ ଦାଉଦ ଆପଣା ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଖଡ଼୍ଗ ବାନ୍ଧ। ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଖଡ଼୍ଗ ବାନ୍ଧିଲେ ଓ ଦାଉଦ ହିଁ ଆପଣା ଖଡ଼୍ଗ ବାନ୍ଧିଲେ; ତହୁଁ ଦାଉଦଙ୍କର ପଛରେ ଊଣାଧିକ ଚାରି ଶହ ଲୋକ ଗମନ କଲେ; ପୁଣି ଦୁଇ ଶହ ଲୋକ ସାମଗ୍ରୀ ପାଖରେ ରହିଲେ। Viz kapitolaଓଡିଆ ବାଇବେଲ13 ଏଥିରେ ଦାଉଦ ଆପଣା ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଖଡ୍ଗ ବାନ୍ଧ। ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଖଡ୍ଗ ବାନ୍ଧିଲେ ଓ ଦାଉଦ ହିଁ ଆପଣା ଖଡ୍ଗ ବାନ୍ଧିଲେ; ତହୁଁ ଦାଉଦଙ୍କର ପଛରେ ଊଣାଧିକ ଚାରି ଶହ ଲୋକ ଗମନ କଲେ; ପୁଣି, ଦୁଇ ଶହ ଲୋକ ସାମଗ୍ରୀ ପାଖରେ ରହିଲେ। Viz kapitolaପବିତ୍ର ବାଇବଲ13 ତା'ପରେ ଦାଉଦ ତାଙ୍କର ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ନିଜ ନିଜର ଖଡ଼୍ଗ ବାନ୍ଧ,” ତେଣୁ ସେମାନେ ନିଜ ନିଜର ଖଡ଼୍ଗ ବାନ୍ଧିଲେ, ଦାଉଦ ମଧ୍ୟ ନିଜର ଖଡ଼୍ଗ ବାନ୍ଧିଲେ, ଦାଉଦଙ୍କ ସହିତ 400 ଲୋକ ଗଲେ ଓ 200 ଲୋକ ସାମଗ୍ରୀ ପାଖରେ ରହିଲେ। Viz kapitola |