1 ଶାମୁୟେଲ 25:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏଥିମଧ୍ୟରେ ଯୁବାମାନଙ୍କ ମଧ୍ୟରୁ ଜଣେ ନାବଲର ଭାର୍ଯ୍ୟା ଅବୀଗଲକୁ ଜଣାଇ କହିଲା, “ଦେଖ, ଦାଉଦ ଆମ୍ଭମାନଙ୍କ କର୍ତ୍ତାଙ୍କୁ ମଙ୍ଗଳବାଦ କରିବା ନିମନ୍ତେ ପ୍ରାନ୍ତରରୁ ଦୂତମାନଙ୍କୁ ପଠାଇଥିଲେ, ତହିଁରେ ସେ ସେମାନଙ୍କୁ ଖାଇ ଗୋଡ଼ାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଏଥି ମଧ୍ୟରେ ଯୁବାମାନଙ୍କ ମଧ୍ୟରୁ ଜଣେ ନାବଲର ଭାର୍ଯ୍ୟା ଅବୀଗଲକୁ ଜଣାଇ କହିଲା, ଦେଖ, ଦାଉଦ ଆମ୍ଭମାନଙ୍କ କର୍ତ୍ତାଙ୍କୁ ମଙ୍ଗଳବାଦ କରିବା ନିମନ୍ତେ ପ୍ରାନ୍ତରରୁ ଦୂତମାନଙ୍କୁ ପଠାଇଥିଲେ, ତହିଁରେ ସେ ସେମାନଙ୍କୁ ଖାଇ ଗୋଡ଼ାଇଲେ। Viz kapitolaଓଡିଆ ବାଇବେଲ14 ଏଥି ମଧ୍ୟରେ ଯୁବାମାନଙ୍କ ମଧ୍ୟରୁ ଜଣେ ନାବଲର ଭାର୍ଯ୍ୟା ଅବୀଗଲକୁ ଜଣାଇ କହିଲା, ଦେଖ, ଦାଉଦ ଆମ୍ଭମାନଙ୍କ କର୍ତ୍ତାଙ୍କୁ ମଙ୍ଗଳବାଦ କରିବା ନିମନ୍ତେ ପ୍ରାନ୍ତରରୁ ଦୂତମାନଙ୍କୁ ପଠାଇଥିଲେ, ତହିଁରେ ସେ ସେମାନଙ୍କୁ ଖାଇ ଗୋଡ଼ାଇଲେ। Viz kapitolaପବିତ୍ର ବାଇବଲ14 ଯୁବକମାନଙ୍କ ମଧ୍ୟରୁ ଜଣେ ନାବଲର ସ୍ତ୍ରୀ ଅବୀଗଲକୁ ଜଣାଇ କହିଲା, “ଦେଖ, ଦାଉଦ ଆମ୍ଭମାନଙ୍କ କର୍ତ୍ତାଙ୍କୁ ଶୁଭେଚ୍ଛା ଜଣେଇବା ନିମନ୍ତେ ମରୁଭୂମିରୁ ଦୂତମାନଙ୍କୁ ପଠାଇଥିଲେ, କିନ୍ତୁ ସେ ସେମାନଙ୍କୁ ଖରାପ ଭାବିଲେ। Viz kapitola |