1 ଶାମୁୟେଲ 25:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆମ୍ଭେମାନେ ସେମାନଙ୍କ ସଙ୍ଗେ ମେଷ ଜଗିବାର ସମୟଯାକ ସେମାନେ ରାତ୍ରିରେ ଓ ଦିନରେ ଆମ୍ଭମାନଙ୍କ ପ୍ରତି ପ୍ରାଚୀର ସ୍ୱରୂପ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଆମ୍ଭେମାନେ ସେମାନଙ୍କ ସଙ୍ଗେ ମେଷ ଜଗିବାର ସମୟଯାକ ସେମାନେ ରାତ୍ରିରେ ଓ ଦିନରେ ଆମ୍ଭମାନଙ୍କ ପ୍ରତି ପ୍ରାଚୀର ସ୍ଵରୂପ ଥିଲେ। Viz kapitolaଓଡିଆ ବାଇବେଲ16 ଆମ୍ଭେମାନେ ସେମାନଙ୍କ ସଙ୍ଗେ ମେଷ ଜଗିବାର ସମୟଯାକ ସେମାନେ ରାତ୍ରିରେ ଓ ଦିନରେ ଆମ୍ଭମାନଙ୍କ ପ୍ରତି ପ୍ରାଚୀର ସ୍ୱରୂପ ଥିଲେ। Viz kapitolaପବିତ୍ର ବାଇବଲ16 ଦାଉଦର ଲୋକମାନେ ଆମ୍ଭମାନଙ୍କୁ ଦିନରାତି ସର୍ବଦା ନିରାପତ୍ତା ଦେଇଛନ୍ତି। ଆମ୍ଭେ ଯେତେବେଳେ ମେଷମାନଙ୍କୁ ନେଇ କ୍ଷେତରେ ଥିବା ସମୟରେ ସେମାନେ ଆମର ଚତୁର୍ଦ୍ଦିଗରେ ପ୍ରାଚୀର ସଦୃଶ ଥିଲେ। Viz kapitola |