1 ଶାମୁୟେଲ 25:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେହି ସମୟରେ ମାୟୋନ୍ସ୍ଥିତ ଜଣେ ଲୋକ କର୍ମିଲରେ ବ୍ୟବସାୟ କରୁଥିଲା; ସେ ଅତି ବଡ଼ ଲୋକ ଓ ତାହାର ତିନି ସହସ୍ର ମେଷ ଓ ଏକ ସହସ୍ର ଛାଗୀ ଥିଲେ; ପୁଣି, ସେ କର୍ମିଲରେ ଆପଣା ମେଷଲୋମ ଛେଦନ କରୁଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)2 ସେହି ସମୟରେ ମାୟୋନସ୍ଥିତ ଜଣେ ଲୋକ କର୍ମିଲରେ ବ୍ୟବସାୟ କରୁଥିଲା; ସେ ଅତି ବଡ଼ ଲୋକ ଓ ତାହାର ତିନି ସହସ୍ର ମେଷ ଓ ଏକ ସହସ୍ର ଛାଗୀ ଥିଲେ; ପୁଣି ସେ କର୍ମିଲରେ ଆପଣା ମେଷଲୋମ ଛେଦନ କରୁଥିଲା। Viz kapitolaଓଡିଆ ବାଇବେଲ2 ସେହି ସମୟରେ ମାୟୋନ୍ସ୍ଥିତ ଜଣେ ଲୋକ କର୍ମିଲରେ ବ୍ୟବସାୟ କରୁଥିଲା; ସେ ଅତି ବଡ଼ ଲୋକ ଓ ତାହାର ତିନି ସହସ୍ର ମେଷ ଓ ଏକ ସହସ୍ର ଛାଗୀ ଥିଲେ; ପୁଣି, ସେ କର୍ମିଲରେ ଆପଣା ମେଷଲୋମ ଛେଦନ କରୁଥିଲା। Viz kapitolaପବିତ୍ର ବାଇବଲ2 ମାୟୋନରେ ଜଣେ ଧନି ଲୋକ ବାସ କରୁଥିଲେ। ତାଙ୍କର 3,000 ମେଣ୍ଢା ଏବଂ 1,000 ଛେଳି ଥିଲା। ସେ ଲୋକ ଜଣକ କର୍ମିଲକୁ ମେଣ୍ଢାମାନଙ୍କର ଲୋମ କାଟିବାକୁ ଯାଇଥିଲା। Viz kapitola |