1 ଶାମୁୟେଲ 25:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏହାର ଯାହା କିଛି ଅଛି, ସେସବୁ ମଧ୍ୟରୁ ଯେବେ ସକାଳ ଆଲୁଅ ପର୍ଯ୍ୟନ୍ତ ଗୋଟିଏ ପୁରୁଷ ପିଲା ଅବଶିଷ୍ଟ ରଖେ, ତେବେ ପରମେଶ୍ୱର ଦାଉଦଙ୍କର ଶତ୍ରୁମାନଙ୍କୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)22 ଏହାର ଯାହା କିଛି ଅଛି, ସେସବୁ ମଧ୍ୟରୁ ଯେବେ ସକାଳ ଆଲୁଅ ପର୍ଯ୍ୟନ୍ତ ଗୋଟିଏ ପୁରୁଷ ପିଲା ଅବଶିଷ୍ଟ ରଖେ, ତେବେ ସଦାପ୍ରଭୁ ଦାଉଦଙ୍କର ଶତ୍ରୁମାନଙ୍କୁ ସେହି ଦଣ୍ତ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ। Viz kapitolaଓଡିଆ ବାଇବେଲ22 ଏହାର ଯାହା କିଛି ଅଛି, ସେସବୁ ମଧ୍ୟରୁ ଯେବେ ସକାଳ ଆଲୁଅ ପର୍ଯ୍ୟନ୍ତ ଗୋଟିଏ ପୁରୁଷ ପିଲା ଅବଶିଷ୍ଟ ରଖେ, ତେବେ ପରମେଶ୍ୱର ଦାଉଦଙ୍କର ଶତ୍ରୁମାନଙ୍କୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ। Viz kapitolaପବିତ୍ର ବାଇବଲ22 ଯଦି ତା’ ପରଦିନ ସକାଳ ପର୍ଯ୍ୟନ୍ତ ନାବଲ ପରିବାରର ଗୋଟିଏ ବି ଲୋକକୁ ମୁଁ ବଞ୍ଚିବାକୁ ଦିଏ, ତାହାହେଲେ ପରମେଶ୍ୱର ମୋତେ ଦଣ୍ତ ଦିଅନ୍ତୁ।” Viz kapitola |