1 ଶାମୁୟେଲ 25:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ବିନୟ କରୁଅଛି, ଆପଣଙ୍କ ଦାସୀର ଅପରାଧ କ୍ଷମା କରନ୍ତୁ; ମୋର ପ୍ରଭୁ ସଦାପ୍ରଭୁଙ୍କ ପକ୍ଷରେ ଯୁଦ୍ଧ କରୁଅଛନ୍ତି, ଏଥିପାଇଁ ସଦାପ୍ରଭୁ ମୋର ପ୍ରଭୁଙ୍କ ଗୃହ ନିଶ୍ଚୟ ସୁସ୍ଥିର କରିବେ ଓ ଯାବଜ୍ଜୀବନ ଆପଣଙ୍କଠାରେ ମନ୍ଦତା ଦେଖା ନ ଯିବ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ବିନୟ କରୁଅଛି, ଆପଣଙ୍କ ଦାସୀର ଅପରାଧ କ୍ଷମା କରନ୍ତୁ; ମୋର ପ୍ରଭୁ ସଦାପ୍ରଭୁଙ୍କ ପକ୍ଷରେ ଯୁଦ୍ଧ କରୁଅଛନ୍ତି, ଏଥିପାଇଁ ସଦାପ୍ରଭୁ ମୋର ପ୍ରଭୁଙ୍କ ଗୃହ ନିଶ୍ଚୟ ସୁସ୍ଥିର କରିବେ ଓ ଯାବଜ୍ଜୀବନ ଆପଣଙ୍କଠାରେ ମନ୍ଦତା ଦେଖା ନ ଯିବ । Viz kapitolaଓଡିଆ ବାଇବେଲ28 ବିନୟ କରୁଅଛି, ଆପଣଙ୍କ ଦାସୀର ଅପରାଧ କ୍ଷମା କରନ୍ତୁ; ମୋର ପ୍ରଭୁ ସଦାପ୍ରଭୁଙ୍କ ପକ୍ଷରେ ଯୁଦ୍ଧ କରୁଅଛନ୍ତି, ଏଥିପାଇଁ ସଦାପ୍ରଭୁ ମୋର ପ୍ରଭୁଙ୍କ ଗୃହ ନିଶ୍ଚୟ ସୁସ୍ଥିର କରିବେ ଓ ଯାବଜ୍ଜୀବନ ଆପଣଙ୍କଠାରେ ମନ୍ଦତା ଦେଖା ନ ଯିବ। Viz kapitolaପବିତ୍ର ବାଇବଲ28 ଦୟାକରି ମୋତେ ମୋର କରିଥିବା ଦୋଷ ପାଇଁ କ୍ଷମା କର। ମୁଁ ଜାଣେ ସଦାପ୍ରଭୁ ତୁମ୍ଭ ପରିବାରକୁ ଶକ୍ତିଶାଳୀ କରିବେ। ସଦାପ୍ରଭୁ ଏପରି କରିଛନ୍ତି, କାରଣ ତୁମ୍ଭେମାନେ ତାଙ୍କର ପ୍ରତିରୋଧରେ ଯୁଦ୍ଧ କରିଅଛ, ତୁମ୍ଭେ ବଞ୍ଚିଥିବା ପର୍ଯ୍ୟନ୍ତ କୌଣସି ଲୋକ ତୁମ୍ଭର ଦୋଷ ବାଛି ପାରିବ ନାହିଁ। Viz kapitola |