1 ଶାମୁୟେଲ 25:42 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 ତହୁଁ ଅବୀଗଲ ନିଜର ପାଞ୍ଚ ଅନୁଚରୀ ଯୁବତୀଙ୍କି ସଙ୍ଗେ ଘେନି ଶୀଘ୍ର ଉଠି ଗର୍ଦ୍ଦଭ ଉପରେ ଆରୋହଣ କଲା; ପୁଣି, ସେ ଦାଉଦଙ୍କର ଦୂତମାନଙ୍କ ପଶ୍ଚାଦ୍ଗମନ କରି ତାଙ୍କର ଭାର୍ଯ୍ୟା ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)42 ତହୁଁ ଅବୀଗଲ ନିଜର ପାଞ୍ଚ ଅନୁଚରୀ ଯୁବତୀଙ୍କି ସଂଗେ ଘେନି ଶୀଘ୍ର ଉଠି ଗର୍ଦ୍ଦଭ ଉପରେ ଆରୋହଣ କଲା; ପୁଣି ସେ ଦାଉଦଙ୍କର ଦୂତମାନଙ୍କ ପଶ୍ଚାଦ୍ଗମନ କରି ତାଙ୍କର ଭାର୍ଯ୍ୟା ହେଲା। Viz kapitolaଓଡିଆ ବାଇବେଲ42 ତହୁଁ ଅବୀଗଲ ନିଜର ପାଞ୍ଚ ଅନୁଚରୀ ଯୁବତୀଙ୍କି ସଙ୍ଗେ ଘେନି ଶୀଘ୍ର ଉଠି ଗର୍ଦ୍ଦଭ ଉପରେ ଆରୋହଣ କଲା; ପୁଣି, ସେ ଦାଉଦଙ୍କର ଦୂତମାନଙ୍କ ପଶ୍ଚାଦ୍ଗମନ କରି ତାଙ୍କର ଭାର୍ଯ୍ୟା ହେଲା। Viz kapitolaପବିତ୍ର ବାଇବଲ42 ଅବୀଗଲ ଶୀଘ୍ର ଗଧପିଠିରେ ବସି ଦାଉଦଙ୍କର ବାର୍ତ୍ତାବହଙ୍କ ସହିତ ଆସିଲେ, ଅବୀଗଲ ତାଙ୍କ ସହିତ ପାଞ୍ଚ ଜଣ ଅନୁଚରୀ ଯୁବତୀଙ୍କୁ ସଙ୍ଗରେ ଆଣିଲେ। ସେ ଦାଉଦଙ୍କର ସ୍ତ୍ରୀ ହୋଇ ରହିଲେ। Viz kapitola |