1 ଶାମୁୟେଲ 25:44 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 ମାତ୍ର ଶାଉଲ ଆପଣା ମୀଖଲ ନାମ୍ନୀ କନ୍ୟା ଦାଉଦଙ୍କର ଭାର୍ଯ୍ୟାକୁ ଗଲ୍ଲୀମ ନିବାସୀ ଲୟିଶର ପୁତ୍ର ପଲ୍ଟିକୁ ଦେଇଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)44 ମାତ୍ର ଶାଉଲ ଆପଣା ମୀଖଲ ନାମ୍ନୀ କନ୍ୟା ଦାଉଦଙ୍କର ଭାର୍ଯ୍ୟାକୁ ଗଲିମ୍ ନିବାସୀ ଲୟିଶର ପୁତ୍ର ପଲ୍ଟିକି ଦେଇଥିଲେ। Viz kapitolaଓଡିଆ ବାଇବେଲ44 ମାତ୍ର ଶାଉଲ ଆପଣା ମୀଖଲ ନାମ୍ନୀ କନ୍ୟା ଦାଉଦଙ୍କର ଭାର୍ଯ୍ୟାକୁ ଗଲ୍ଲୀମ ନିବାସୀ ଲୟିଶର ପୁତ୍ର ପଲ୍ଟିକୁ ଦେଇଥିଲେ। Viz kapitolaପବିତ୍ର ବାଇବଲ44 ଶାଉଲ ନିଜର କନ୍ୟା ମୀଖଲକୁ, ଦାଉଦଙ୍କର ସ୍ତ୍ରୀକୁ ଗଲିମ୍ ନିବାସୀ ଲୟିସ ପୁତ୍ର ପଲ୍ଟିକି ଦେଇଥିଲେ। Viz kapitola |