1 ଶାମୁୟେଲ 25:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହିଁରେ ଦାଉଦ ଦଶ ଜଣ ଯୁବାଙ୍କୁ ପଠାଇଲେ ଓ ଦାଉଦ ସେହି ଯୁବାମାନଙ୍କୁ କହିଲେ, “ତୁମ୍ଭେମାନେ କର୍ମିଲକୁ ଉଠି ନାବଲ କତିକି ଯାଅ ଓ ମୋହର ନାମରେ ତାହାକୁ ନମସ୍କାର ଜଣାଅ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ତହିଁରେ ଦାଉଦ ଦଶ ଜଣ ଯୁବାଙ୍କୁ ପଠାଇଲେ ଓ ଦାଉଦ ସେହି ଯୁବାମାନଙ୍କୁ କହିଲେ, ତୁମ୍ଭେମାନେ କର୍ମିଲକୁ ଉଠି ନାବଲ କତିକି ଯାଅ ଓ ମୋହର ନାମରେ ତାହାକୁ ନମସ୍କାର ଜଣାଅ। Viz kapitolaଓଡିଆ ବାଇବେଲ5 ତହିଁରେ ଦାଉଦ ଦଶ ଜଣ ଯୁବାଙ୍କୁ ପଠାଇଲେ ଓ ଦାଉଦ ସେହି ଯୁବାମାନଙ୍କୁ କହିଲେ, ତୁମ୍ଭେମାନେ କର୍ମିଲକୁ ଉଠି ନାବଲ କତିକି ଯାଅ ଓ ମୋହର ନାମରେ ତାହାକୁ ନମସ୍କାର ଜଣାଅ। Viz kapitolaପବିତ୍ର ବାଇବଲ5 ଦାଉଦ 10ଜଣ ଯୁବକଙ୍କୁ କହିଲେ ଶୁଣ, “କର୍ମିଲକୁ ଯାଅ ଓ ନାବଲକୁ ମୋର ‘ନମସ୍କାର’ ଜଣାଅ।” Viz kapitola |